୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ତୁଷୁରା ପୋଲିସ ଅନୁପମାଙ୍କ ସ୍ବାମୀ ମୈଦାଂଶୁ ମହାନନ୍ଦ ଏବଂ ଦେଢ଼ଶୁର ସୁଧାଂଶୁ ଏବଂ ଯାଆଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଗତବର୍ଷ ମେ’ ୮ ତାରିଖରେ ବାଗଭା ଗାଁର ଅନୁପମାଙ୍କୁ ବାହା ହୋଇଥିଲେ ମୈଦାଂଶୁ। କୌଣସି କଥାକୁ ନେଇ ଉଭୟଙ୍କ ଭିତରେ ଝଗଡ଼ା ଲାଗି ରହୁଥିଲା। ତେଣୁ ଅନୁପମାକୁ ତଣ୍ଟିଚିପି ହତ୍ୟା କରାଯାଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ସ୍ବାମୀ ମୈଦାଂଶୁ ଓ ତାଙ୍କ ଭାଇ ଭାଉଜ ତିନି ଜଣଙ୍କୁ ପୋଲିସ ଥାନାରେ ଅଟକ ରଖି ପରିବାରଙ୍କ ଅଭିଯୋଗକୁ ନେଇ ତଦନ୍ତ କରୁଥିବା ବେଳେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ମୃତ ଅନୁପମାଙ୍କ ପୋଷ୍ଟମର୍ଟମ ଚାଲିଥିବା ଥାନା ଅଧିକାରୀ ମନୋଜ କୁମାର ପ୍ରଧାନ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri