Posted inଖେଳ

ଏସିଆନ ଗେମ୍ସ ସିଲେକ୍ସନ ଟ୍ରାଏଲରେ ଅନୁପମା

ଭୁବନେଶ୍ୱର, ୨୦ା୬, (ବିଜୟ ରଣା): ସେପ୍ଟେମ୍ବର ଚାଇନାରେ ହେବାକୁଥିବା ଏସିଆନ ଗେମ୍ସର ଜି ଜୁତ୍‌ସୁ ପ୍ରତିଯୋଗିତା ପାଇଁ ହେବାକୁଥିବା ସିଲେକ୍ସନ ଟ୍ରାଏଲରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନ୍ତର୍ଜାତୀୟ ସାମରିକକଳା କ୍ରୀଡ଼ାବିତ୍‌ ଅନୁପମା ସ୍ବାଇଁ। ସିଲେକ୍ସନ ଟ୍ରାଏଲ୍‌ ଉତ୍ତରଖଣ୍ଡର ହଲଦ୍ୱାନୀସ୍ଥିତ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ହେବ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ୫ ବର୍ଷ ଧରି ଜାତୀୟ ଚାମ୍ପିୟନ ରହିଥିବା ବେଳେ ଗତ ୩ ବର୍ଷ ଧରି ଏସୀୟ ଜୁ ଜିତ୍‌ସୁ ପ୍ରତିଯୋଗିତାରେ ପଦକ ଜିତିଆସୁଛନ୍ତି। ସୂଚନାଯୋଗ୍ୟ, ଏସିଆନ ଗେମ୍ସରେ ଦ୍ୱିତୀୟ ଥର ଜୁ ଜିତ୍‌ସୁ କ୍ରୀଡ଼ାକୁ ସାମିଲ କରାଯାଇଛି। ଗତଥର ଇଣ୍ଡୋନେସିଆରେ ଅନୁଷ୍ଠିତ ଏସିଆନ ଗେମ୍ସରେ ଜି ଜିତ୍‌ସୁକୁ ଏକ ପଦକ ଇଭେଣ୍ଟ ଭାବେ ସାମିଲ କରାଯାଇଥିଲେ ମଧ୍ୟ ଭାରତରୁ କୌଣସି ପ୍ରତିଯୋଗୀ ଯୋଗ୍ୟତା ହାସଲ କରିପାରି ନ ଥିଲେ। ଅନୁପମାଙ୍କୁ ରାଜ୍ୟ ଜୁ ଜିତ୍‌ସୁ ସଂଘ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri