ଅନୁପମାଙ୍କ ଜୀବନକୁ ଫେରିବେ ପୁରୁଣା ପ୍ରେମିକ

ବମ୍ବେ: ଟେଲିପରଦାର ଅନେକ ଲୋକପ୍ରିୟ ଧାରାବାହିକ ମଧ୍ୟରୁ ‘ଅନୁପମା’ ଅନ୍ୟତମ। ପାରିବାରିକ କାହାଣୀ ଉପରେ ପର୍ଯ୍ୟବଶିତ ଏହି ଧାରାବାହିକର ପ୍ରଶଂସକ ବେଶ ଅଧିକ। ପ୍ରାୟ ପ୍ରତିଦିନ ଏହି ଶୋ’ରେ ଭଳିକି ଭଳି ଡ୍ରାମା ଦେଖିବାକୁ ମିଳିଥାଏ। ନିର୍ମାତାମାନେ ଟିଆର୍‌ପି ତଥା ଦର୍ଶକଙ୍କୁ ଭରପୂର ମନୋରଞ୍ଜନ କରିବା ଲାଗି ସମସ୍ତ ପ୍ରକାର ପ୍ରୟାସ କରିଥାନ୍ତି। ଏବେ ଖୁବ୍‌ଶୀଘ୍ର ଅନୁପମାଙ୍କ ଜୀବନରେ ବଡ ଟୁଇଷ୍ଟ ଆସିବାକୁ ଯାଉଛି। ଭାବୁଛନ୍ତି କି କ’ଣ?

ଶୋ’ରେ ଏବେ ଦେଖିବାକୁ ମିଳୁଥିବା ଡ୍ରାମାକୁ ଗୋଟିଏ ପାଦ ଆଗକୁ ବଢ଼ିବ। ଅନୁପମାଙ୍କ ଜୀବନରେ ପୁରୁଣା ପ୍ରେମ ଫେରି ଆସିବ। କଲେଜ ବେଳର ବନ୍ଧୁ ତଥା ପ୍ରେମିକ ଖ୍ୟାତନାମା ବ୍ୟବସାୟୀ ଅନୁଜ କପାଡ଼ିଆଙ୍କୁ ଅନେକ କିଛି ପରିବର୍ତ୍ତନ ସହ ତାଙ୍କ ଜୀବନକୁ ଫେରିବେ। ବନ୍ଧୁମିଳନ ସମୟରେ ପରସ୍ପର ପୁଣିଥରେ ସାମ୍ନାସାମ୍ନି ହେବେ। ଏହାପରେ ଅନୁଜ ଅନୁପମାଙ୍କ ସ୍ବାମୀଙ୍କୁ ବ୍ୟବସାୟ ନିମନ୍ତେ ଏକ ପ୍ରସ୍ତାବ ଦେବେ। ଏଥିରେ ତାଙ୍କର କାରଖାନାକୁ ସ୍କୁଲରେ ପରିବର୍ତ୍ତନ କରାଯିବାକୁ ଡିଲ୍‌ ରହିଥିବ। ଆଗାମୀ ଏପିସୋଡରେ ତାହା ଦର୍ଶକ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri