Posted inଜାତୀୟ

ଲକ୍ଷ୍ନୌ ପୂର୍ବରୁ ହାରିଲେ ଅନୁରାଗ ଭଦୁରିଆ

ଲକ୍ଷ୍ନୌ,୧୧।୩: ଲକ୍ଷ୍ନୌ ପୂର୍ବ ବିଧାନସଭା ଆସନରୁ ଭାଜପାର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଶୁତୋଷ ଟଣ୍ଡନ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱି ସମାଜବାଦୀ ପାର୍ଟିର ଟାଣୁଆ ନେତା ଅନୁରାଗ ଭଦୁରିଆଙ୍କୁ ୬୮ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି।

ଆଶୁତୋଷ ହେଉଛନ୍ତି ବରିଷ୍ଠ ଭାଜପା ନେତା ଲାଲଜୀ ଟଣ୍ଡନଙ୍କ ପୁଅ। ସେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଭାଲ କରିଛନ୍ତି। ଏପରିକି ସେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ। ଲକ୍ଷ୍ନୌ ରାଜନୀତିରେ ତାଙ୍କ ପିତା ଲାଲଜୀ ଟଣ୍ଡନ ଏକ ଚେହେରା। ସେ ଲକ୍ଷ୍ନୌରୁ ଅନେକ ଥର ନିର୍ବାଚିତ ହୋଇଛନ୍ତି। ଏପରିକି ଆଶୁତୋଷ ୨୦୧୭ ନିର୍ବାଚନରେ ବିଜୟୀ ହୋଇ ଯୋଗୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri