Posted inଜାତୀୟ

ଅନୁରାଗ ଠାକୁର ଟିଏ କ୍ୟାପ୍‌ଟେନ

ନୂଆଦିଲ୍ଲୀ,୧୧।୩ : କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଟେରିଟୋରିଆଲ୍‌ ଆର୍ମି (ଟିଏ) କ୍ୟାପ୍‌ଟେନ ନିଯୁକ୍ତ ହୋଇଛନ୍ତି। ଟେରିଟୋରିଆଲ ଆର୍ମିରେ ସ୍ବେଚ୍ଛାସେବୀମାନେ ଭାଗ ନେବା ସହ ବର୍ଷରେ ଗୋଟିଏ ମାସ ସାମରିକ ତାଲିମ ନେଇଥାନ୍ତି। ହିମାଚଳପ୍ରଦେଶର ହମିରପୁରରୁ ୪ ଥର ଭାଜପା ଏମ୍‌ପି ଥିବା ଅନୁରାଗଙ୍କୁ ୨୦୧୬ରେ ଉକ୍ତ ଆର୍ମିର ୧୨୪ ଶିଖ୍‌ ରେଜିମେଣ୍ଟରେ ଲ୍ୟୁଟନାଣ୍ଟ ପଦବୀରେ ଅବସ୍ଥାପିତ କରାଯାଇଥିଲା। ଏବେ କ୍ୟାପ୍‌ଟେନ୍‌ ପଦବୀକୁ ତାଙ୍କର ପଦୋନ୍ନତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କଲେ ସଞ୍ଜୟ ରାଉତ

ମୁମ୍ବାଇ,୨୨।୮: ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ରବିବାର ପାର୍ଟି ମୁଖପତ୍ର ସାମ୍‌ନାରେ ପ୍ରକାଶିତ ତାଙ୍କ...

ଡ୍ରଗ୍ସ ନେଇ ନାହାନ୍ତି ଅନନ୍ୟା!

ମୁମ୍ବାଇ,୨୨ ।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ଯ୍ୟନ ଖାଁଙ୍କ ସହ ହ୍ୱାଟଓ୍ ଆପ ଚାଟ ସାମ୍ନାକୁ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ...

୨୬ବର୍ଷୀୟ ବ୍ୟକ୍ତିଙ୍କୁ ଲାଗିଥିଲା ୧୮ଟି ଗୁଳି: ୭ଘଣ୍ଟା ଅପରେଶନ୍‌ ପରେ ମିଳିଲା ନୂଆ ଜୀବନ

ପାଟନା,୧୦।୬: ଡାକ୍ତରଙ୍କୁ ଲୋକମାନେ ଭଗବାନ ବୋଲି ଭାବିଥାନ୍ତି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ମଧ୍ୟ ବହୁଥର ଦେଖିବାକୁ ମିଳିଛି। ଏଭଳି ଏକ ଚମତ୍କାର କରି ଦେଖାଇଛନ୍ତି...

କରୋନା ସଙ୍କଟ ମଧ୍ୟରେ ଧର୍ମଘଟ କଲେ ୩ହଜାର ଜୁନିଅର ଡାକ୍ତର

ଭୋପାଳ,୩୧।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମଧ୍ୟପ୍ରଦେଶରେ ପ୍ରାୟ ୩ହଜାର ଜୁନିଅର ଡାକ୍ତର ଧାରଣାରେ ଯାଇଛନ୍ତି। ସୋମବାର ଡାକ୍ତରମାନେ କୋଭିଡ ଡ୍ୟୁଟି ସମେତ...

ଦହି: ମୁଣ୍ଡ ନୁଆଇଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ/ଚେନ୍ନାଇ/ବେଙ୍ଗାଲୁରୁ,୩୧ା୩:ନିର୍ବାଚନମୁହଁା କର୍ନାଟକ ସମେତ ତାମିଲନାଡୁ ଓ କେରଳରେ ଆଞ୍ଚଳିକ ଭାଷାଭାଷୀ ଗୋଷ୍ଠୀ ଏବଂ ରାଜନୈତିକ ଦଳଗୁଡ଼ିକର କଡ଼ା ବିରୋଧ ପରେ ଫୁଡ୍‌ ସିକ୍ୟୁରିଟି ଆଣ୍ଡ୍‌ ଷ୍ଟାଣ୍ଡାଡର୍‌ସ...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି।...

ଦୁର୍ଗାଙ୍କୁ କେହି ଜାଣନ୍ତି ନାହିଁ

କୋଲକାତା, ୧୪ା୨: ପଶ୍ଚିମବଙ୍ଗ ନିର୍ବାଚନୀ ପ୍ରଚାର ଭଗବାନ ରାମଙ୍କଠାରୁ ଆରମ୍ଭ ହୋଇ ଦେବୀ ଦୁର୍ଗା ଓ ମହିଷାସୁର ପ୍ରସଙ୍ଗରେ ପହଞ୍ଚିଛି। ଏ ନେଇ ମୁଖ୍ୟମନ୍ତ୍ରୀ ମମତା...

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ...

Advertisement
Archives

Model This Week