Posted inଜାତୀୟ

ଅନୁରାଗ ଠାକୁର ନିରାଶ

ନୂଆ ମନ୍ତ୍ରିମଣ୍ଡଳରୁ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ, ଅନୁରାଗ ଠାକୁର ଏବଂ ନାରାୟଣ ରାଣେ ବାଦ୍‌ ପଡ଼ିଛନ୍ତି। ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରୁ କଂଗ୍ରେସ ପ୍ରାର୍ଥୀ କିଶୋରୀଲାଲ୍‌ ଶର୍ମାଙ୍କଠାରୁ ୧.୬ ଲକ୍ଷ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ। ମୋଦିଙ୍କ ଦ୍ୱିତୀୟ ପାଳି ସରକାରରେ ଇରାନୀ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଥିଲେ। ୨୦୧୯ ନିର୍ବାଚନରେ ସେ ଅମେଠିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପରାଜିତ କରିଥିଲେ।

ଏଥର ତାଙ୍କୁ ମନ୍ତ୍ରୀ କରି ରାଜ୍ୟସଭାକୁ ପଠାଇବା ଚର୍ଚ୍ଚା ହେଉଥିବାବେଳେ ସେ ନିରାଶ ହୋଇଛନ୍ତି। ହିମାଚଳ ପ୍ରଦେଶର ହମିରପୁର ଆସନରୁ ଜିତିଥିବା ଅନୁରାଗ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରି ନାହାନ୍ତି। ମୋଦିଙ୍କ ପୂର୍ବ କ୍ୟାବିନେଟରେ ସେ କ୍ରୀଡ଼ା ଓ ସୂଚନା ପ୍ରସାରଣ ମନ୍ତ୍ରୀ ଥିଲେ। ସେହିପରି ମୋଦି ୨.୦ରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଥିବା ରାଣେ ଏଥର ମହାରାଷ୍ଟ୍ରର ରତ୍ନଗିରି-ସିନ୍ଧୁବର୍ଗ ଆସନରୁ ଜିତିଥିଲେ ମଧ୍ୟ ମନ୍ତ୍ରୀ ହୋଇପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲାଣ୍ଡକୁ ନେଇ ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୯।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡ ସମ୍ପର୍କରେ ଡେନମାର୍କ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ସମୟରେ, ସେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି...

ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ଭତ୍ତା ମିଳୁନାହିଁ , ଅବସର ବୟସକୁ ନେଇ ରଖିଲେ ଦାବି

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ଉତ୍ସବ ରବିବାର ସ୍ଥାନୀୟ ବନ ବିହାର ପରିସରରେ ଅନୁଷ୍ଟିତ ହୋଇଯାଇଛି। ବୈଠକରେ ସଙ୍ଘର...

ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ...

Budget 2026 Expectations: ଏଥର ବଜେଟରେ ମହିଳା, ଯୁବପିଢ଼ି ଏବଂ ‘ବିକଶିତ ଭାରତ’ର ଦୃଷ୍ଟିକୋଣ ଉପରେ ଧ୍ୟାନ ଦିଆଯିବ, ବଜେଟରୁ କ’ଣ ଆଶା ରହିଛି ଜାଣନ୍ତୁ

ନୂଆଦିଲ୍ଲୀ,୧୯।୧: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ରବିବାର, ଫେବୃଆରୀ ୧ରେ ଦେଶର ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ନବମ ବଜେଟ...

ଚାଇନା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୨ ମୃତ ୮୪ ଆହତ

ବେଜିଂ,୧୯।୧: ପଶ୍ଚିମ ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ସ୍ବୟଂଶାସିତ ଅଞ୍ଚଳର ବାଓଟୋଉ ସହରରେ ରବିବାର (ଜାନୁଆରୀ ୧୮) ଏକ ଷ୍ଟିଲ ପ୍ଲାଣ୍ଟରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା।...

ପାଳନ ହେଉନି ଏନ୍‌ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା

ପୁରୀ,୧୯ା୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍‌ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍‌ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ...

Ind Vs NZ: ODI ସିରିଜ ପରାଜୟ ଉପରେ ଆସିଲା ଅଧିନାୟକ ଗିଲଙ୍କ ବୟାନ – ‘ବିରାଟଙ୍କ ବ୍ୟାଟିଂ ଏକ ‘ପ୍ଲସ ପଏଣ୍ଟ’ କିନ୍ତୁ…’

ନୂଆଦିଲ୍ଲୀ,୧୯।୧: ଭାରତୀୟ ଅଧିନାୟକ ଶୁବମନ ଗିଲ, ଜାନୁଆରୀ ୧୮, ୨୦୨୬ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ହାରିବା ପରେ କହିଛନ୍ତି ଯେ ବିରାଟ କୋହଲିଙ୍କ...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri