Posted inଜାତୀୟ

ରାହୁଲ ୧୦ ଜନ୍ମରେ ବି ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨।୪: କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ବୀର ସାବରକରଙ୍କ ନେଇ ରାହୁଲ ଦେଇଥିବା ମନ୍ତବ୍ୟକୁ ନେଇ ଅନୁରାଗ କହିଛନ୍ତି, ରାହୁଲ ଗାନ୍ଧୀ ୧୦ ଜନ୍ମରେ ମଧ୍ୟ ସାବରକର ହୋଇପାରିବେ ନାହିଁ। କେମ୍ବ୍ରିଜ କାନ୍ଦ ଏବଂ ଲଣ୍ଡନ ମିଛ ଅଧିକ କିଛି କରିବ ନାହିଁ।
ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ ଆକ୍ରମଣ କରି ଅନୁରାଗ ତାଙ୍କୁ ମଦ ଦୁର୍ନୀତିର କିଙ୍ଗପିନ ବୋଲି କହିଛନ୍ତି। କେଜ୍‌ରିୱାଲଙ୍କୁ ମିଥ୍ୟାବାଦୀ ନମ୍ବର ୧ ଏବଂ ସ୍କାମର ନମ୍ବର ୧ ବୋଲି ସେ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗ ଏବଂ ବିହାରରେ ରାମ ନବମୀ ଅବସରରେ ରେ ହୋଇଥିବା ହିଂସା ସଂପର୍କରେ କେନ୍ଦ୍ର ମନ୍ତ୍ରୀ ଉଭୟ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ବିହାରରେ ତେଜସ୍ବୀ ଯାଦବ ଏବଂ ନୀତୀଶ କୁମାରଙ୍କ ନେତୃତ୍ୱରେ ଜଙ୍ଗଲ ରାଜ ପୁଣି ଫେରିଛି ଏବଂ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋଇଛନ୍ତି ବୋଲି ଠାକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri