Posted inଜାତୀୟ

ଅପରାଧିଙ୍କ ସହ ରହିଛି ସମାଜବାଦି ପାର୍ଟି: ଅନୁରାଗ ଠାକୁର

ନୂଆଦଲ୍ଲୀ,୧୨ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି । ଏହାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଫେବୃୟାରୀ ୧୪ରେ କରାଯିବ । ଶନିବାର ହେଉଛି ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାରର ଶେଷ ଦିବସ । ଏହି ଦିନ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସମାଜବାଦି ପାର୍ଟିକୁ ଟାର୍ଗେଟ କରିଛନ୍ତି । ଅନୁରାଗ କହିଛନ୍ତି , ସମାଜବାଦୀ ପାର୍ଟି ପୁଣିଥରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିବାକୁ ଚାହୁଁଛି । ସେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସମୟରେ ନାହିଦ ହସନଙ୍କୁ ମନେ ପକାଇଥିଲା, ଦ୍ୱିତୀୟ ପର୍ଯ୍ୟାୟରେ ଆଜମ ଖାଁଙ୍କ ବିଷୟରେ ଚିନ୍ତା କରୁଛି । ୫-୬ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳକୁ ସେ ଅତିକ ଅହମ୍ମଦ ଓ ମୁଖତାର ଅଂସାରୀଙ୍କୁ ମନେ ପକାଇବ । ତେଣୁ ଅପରାଧିକଙ୍କ ସହ ସମାଜବାଦୀ ପାର୍ଟି ଜଡିତ ହୋଇ ରହିଛି ବୋଲି ଠାକୁର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri