Posted inଜାତୀୟ

ଦଉଡ଼ି ଡିଆଁ ଖେଳିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮: କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ରବିବାର ‘ଫିଟ ଇଣ୍ଡିଆ ମୋବାଇଲ ଆପ’ ଲଞ୍ଚ କରିଛନ୍ତି। ଦୁଇ ବର୍ଷର ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ ଶେଷ ହେବା ପରେ ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଏହି ଆପ୍‌ ଉନ୍ମୋଚନ କରାଯାଇଥିଲା। ଏହି ସମୟରେ ଅନୁରାଗ ଠାକୁର ନିଜ ଫିଟନେସର ଏକ ନମୁନା ଉପସ୍ଥାପନ କରିଥିଲେ। ଏବଂ ତାଙ୍କ ଦଉଡି ଡେଇଁବା କୌଶଳ ପ୍ରଦର୍ଶନ କରିଥିଲେ। ତାଙ୍କ ହାତରେ ଦଉଡି ନେଇ ଅନୁରାଗ ଠାକୁର ଦୀର୍ଘ ସମୟ ଧରି ଦଉଡି ଡିଆଁ ଖେଳିଥିଲେ। କେନ୍ଦ୍ର ମନ୍ତ୍ରୀ ଏହିପରି ଦଉଡି ଡେଇଁଥିବାର ଦେଖି ସେଠାରେ ଉପସ୍ଥିତ ଲୋକମାନେ ତାଙ୍କୁ କରତାଳି ଚିୟର କରିଥିଲେ। ଅନୁରାଗ ଠାକୁର ଦଉଡି ଡିଆଁର ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଭିଡିଓରେ ଏହା ଦେଖିବାକୁ ମିଳିଛି ଯେ କେନ୍ଦ୍ର ମନ୍ତ୍ରୀ କିପରି ନନ ଷ୍ଟପ ଦଉଡି ଡିଆଁ ଖେଳୁଛନ୍ତି। ସେଠାରେ ଉପସ୍ଥିତ ଥିବା ସମସ୍ତ ଲୋକ ସେମାନଙ୍କୁ କରତାଳି ଦେଇ ଉତ୍ସାହିତ କରୁଛନ୍ତି।
ଆପ ଲଞ୍ଚ ପରେ ଅନୁରାଗ ଠାକୁର କହିଛନ୍ତି ଯେ, ଏହା ଏକ ମାଗଣା ମୋବାଇଲ ଆପ୍ଲିକେସନ, ଯାହା ଫିଟନେସ ଉପରେ ନଜର ରଖିବାରେ ସାହାଯ୍ୟ କରିବ। ଏହା ସହିତ ସେ ଏକ ସ୍ଲୋଗାନ ମଧ୍ୟ ଦେଇଥିଲେ – ଫିଟନେସର ଡୋଜ, ପ୍ରତିଦିନ ଅଧ ଘଣ୍ଟା। ଖେଳାଳିମାନେ ଫିଟ ରହିବା ପାଇଁ ଏହି ଆପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ସେମାନେ ଏହି ଆପ୍‌ର ନିୟମ କଡାକଡି ଭାବରେ ପାଳନ କରିବେ ବୋଲି ଆଶା କରାଯାଉଛି। ନୂତନ, ଯୁବ ଭାରତକୁ ଫିଟ ରଖିବା ପାଇଁ ଏହା ଏକ ପ୍ରୟାସ। କାରଣ କେବଳ ଜଣେ ଫିଟ ଯୁବକ ଏକ ମହାନ ଭାରତ ସୃଷ୍ଟି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri