Posted inଖେଳ

ଅଶ୍ୱଚାଳନାରେ ଅନୁଷ ଅଗ୍ରୱାଲ ଜିତିଲେ ବ୍ରୋଞ୍ଜ

ହାଙ୍ଗଝୋ,୨୮।୯: ଚାଇନାର ହାଙ୍ଗଜୋରେ ଚାଲିଥିବା ଏସିଆନ ଗେମ୍ସରେ ଭାରତ ଭଲ ପ୍ରଦର୍ଶନ ଜାରି ରଖିଛି। ଅଶ୍ୱଚାଳନା ଡ୍ରେସେଜ (ବ୍ୟକ୍ତିଗତ) ଇଭେଣ୍ଟରେ ଭାରତର ଅନୁଷ ଅଗ୍ରୱାଲ ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଇଭେଣ୍ଟରେ ମାଲେସିଆ ଖେଳାଳି ୭୫.୭୮୦ ପଏଣ୍ଟ ହାସଲ କରି ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ହଂକଂ ଖେଳାଳି ୭୩.୪୫୦ ପଏଣ୍ଟ ସହ ରୌପ୍ୟ ପଦକ ଜିତିଛନ୍ତି।

ଭାରତର ଅନୁଷ ଅଗ୍ରୱାଲ ୭୩.୦୩୦ ସ୍କୋର କରି ଏହି ଇଭେଣ୍ଟରେ ତୃତୀୟ ସ୍ଥାନ କରିବା ସହ ବ୍ରୋଞ୍ଜ ପଦକ ପାଇଛନ୍ତି। ଏସିଆନ ଗେମ୍ସ ଇତିହାସରେ ଅଶ୍ୱଚାଳନା ବ୍ୟକ୍ତିଗତ ଡ୍ରେସେଜରେ ଏହା ହେଉଛି ଭାରତର ପ୍ରଥମ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri