ଏହି ଗୀତ ଶୁଣି ରାତିରେ ଶୋଇ ପାରୁନାହାନ୍ତି ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ନୂଆ ନୂଆ ଟ୍ରେଣ୍ଡ୍‌କୁ ଫଲୋ ବି କରନ୍ତି। ଯଦି କିଛି ହାସ୍ୟ ରସାତ୍ମକ ପୋଷ୍ଟ ଦେଖନ୍ତି, ତେବେ ଶେୟାର କରିବାକୁ ଆଦୌ ଭୁଲନ୍ତି ନାହିଁ। ଏବେ ଅନୁଷ୍କାଙ୍କ ଏକ ପୋଷ୍ଟ ଭାଇରାଲ ହେଉଛି। ଯେଉଁ ପୋଷ୍ଟ କି ‘ ଜାନେ ମେରୀ ଜାନେମନ, ବଚପନ କା ପ୍ୟାର’। ଏହି ପୋଷ୍ଟ ଜରିଆରେ ସେ କହିଛନ୍ତି, ପିଲାଦିର ପ୍ରେମ ସେ ମୁଣ୍ଡରୁ ବାହାର କରିପାରୁନାହାନ୍ତି।

ରାତିଦିନ ଅନୁଷ୍କା ସହଦେବ ଦିର୍ଦୋ ନାମକଙ୍କ ଜଣେ କୁନି ବାଳକଙ୍କ ଗୀତକୁ ଗୁଣୁଗୁଣଉଛନ୍ତି। ସହଦେବଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବେଶ୍‌ କିଛିଦିନ ଧରି ଭାଇରାଲ ହେଉଛି। ସହଦେବ ‘ ମେରେ ବଚପନ କା ପ୍ୟାର୍‌’ ଗୀତକୁ ଗାଇଥିଲେ। ସୋସିଆଲ ମିଡିଆରେ ଏହି ଗୀତ ଯିଏ ଶୁଣିଲା ସେ ଗାଇଲା। ଅନୁଷ୍କା ମଧ୍ୟ ଏହି ଗୀତକୁ ଖୁବ୍‌ ପସନ୍ଦ କରିଛନ୍ତି। ଖାଲି ପସନ୍ଦ ନୁହେଁ, ଗୀତଟିକୁ ସେ ତାଙ୍କ ସୋସିଆଲ ମିଡିଆରେ ଶେୟାର ବି କରିଛନ୍ତି। ଅନୁଷ୍କା ଏହି ଗୀତ ଶୁଣି ରାତିରେ ଶୋଉନାହାନ୍ତି। ଯେତେବେଳେ ବି ଟାଇମ୍‌ ପାଉଛନ୍ତି ଗୀତଟିକୁ ଗୁଣୁଗୁଣାଉଛନ୍ତି।

ଅନୁଷ୍କା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିବା ସହ ହସୁଥିବା ଇମୋଜି ଦେଇଛନ୍ତି। ତାଙ୍କର ଏହି ପୋଷ୍ଟ ଖୁବ୍‌ ଭାଇରାଲ ହେଉଛି।

କହିରଖୁଛୁ, ସହଦେବଙ୍କ ସ୍କୁଲ ଶିକ୍ଷକ ୨୦୧୯ରେ ଏହି ଭିଡିଓଟିକୁ ରେକର୍ଡିଂ କରିଥିଲେ। ଏଥିରେ ସହଦେବ ‘ବଚପନ କା ପ୍ୟାର’ ଗୀତ ଗାଉଥିବା ନଜର ଆସିଥିଲେ। ସହଦେବଙ୍କ ସ୍କୁଲ ସ୍ବରରେ ଏହି ଗୀତ ଗାଇଥିଲେ। ଏହା ଶୁଣି ପାଖରେ ଥିବା ଅନ୍ୟମାନେ ପ୍ରବଳ ହସିଥିଲେ। ଏହା ପରେ ଭିଡିଓଟି ଭାଇରାଲ ହୋଇଥିଲା। ରାପର ବାଦ୍‌ଶାହ ଏହି ଗୀତର ରିମିକ୍ସ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri