Posted inଖେଳ

କୋହଲିଙ୍କ ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଅନୁଷ୍କା

ଲଣ୍ଡନ,୫।୧୧: ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡଠାରୁ ଭାରତୀୟ କ୍ରିକେଟ ଦଳ ଲଜ୍ଜାଜନକ ୩-୦ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ଟିମ ଇଣ୍ଡିଆର ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ଆଶା ପାଇଁ ଏକ ବଡ ଝଟକା ଦେଇଛି। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ବିରାଟ କୋହଲି ୬ ଇନିଂସରେ ମାତ୍ର ୯୩ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ଗୋଟିଏ ପଟେ କୋହଲିଙ୍କୁ ତାଙ୍କ ଫର୍ମ ଯୋଗୁ ଟ୍ରୋଲ କରାଯାଉଛି, କିନ୍ତୁ ଏବେ ଲଣ୍ଡନରେ ତାଙ୍କ ପିଲାମାନଙ୍କ ସହିତ ମଜା କରୁଥିବାର ଫଟୋ ଭାଇରାଲ ହୋଇଛି।

ବିରାଟ କୋହଲିଙ୍କ ୩୬ତମ ଜନ୍ମଦିନରେ ବିରାଟ କୋହଲିଙ୍କ ଏକ ସୁନ୍ଦର ଫଟୋ ସାମ୍ନାକୁ ଆସିଛି। ଏହି ଭାଇରାଲ ଫଟୋରେ ସେ ତାଙ୍କ ପୁଅ ଅକାୟଙ୍କୁ ଡାହାଣ ହାତରେ ଏବଂ ଝିଅ ଭାମିକାଙ୍କୁ ବାମ ହାତରେ ଧରିଛନ୍ତି।

ଅନୁଷ୍କା ପ୍ରଥମ ଥର ସୋସିଆଲ ମିଡିଆରେ ତାଙ୍କ ପୁଅର ଫଟୋ ଶେୟାର କରିଛନ୍ତି, କିନ୍ତୁ ଏହି ଫଟୋରେ ମଧ୍ୟ ତାଙ୍କ ଚେହେରା ଇମୋଜିରେ ଆବୃତ ହୋଇଛି।

କୋହଲି ଆଇପିଏଲ ୨୦୨୫ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ରିଟେନ୍‌ ତାଲିକାରେ ଅଛନ୍ତି। ଆରସିବି କୋହଲିଙ୍କୁ ୨୧ କୋଟି ଟଙ୍କାରେ ରଖିଛି। ଏହା ସହ ସେ ଆଇପିଏଲ ଇତିହାସରେ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଭାରତୀୟ ଖେଳାଳି ହୋଇପାରିଛନ୍ତି।

 

View this post on Instagram

 

A post shared by AnushkaSharma1588 (@anushkasharma)


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri