ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା

ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି। ଏହି ସଫଳତା ଯୋଗୁ ଖୁସିରେ ଅନୁଷ୍ମାଙ୍କ ପାଦ ଆଉ ତଳେ ଲାଗୁ ନାହିଁ। ସେ ନିଜର ଏହି ଖୁସିକୁ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି।
ଦୁବାଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଟାଇ ହୋଇଯାଇଥିଲା। ସୁପର ଓଭରରେ ବିରାଟଙ୍କ ଦଳ ଜିତିଯାଇଥିଲା। ଅନୁଷ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାରକରି ଲେଖିଛନ୍ତି, ଜଣେ ଗର୍ଭବତୀ ମହିଳାଙ୍କ ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ ଥିଲା। କି ଦଳ ସେ। ଏଥିସହ ସେ ଦିଲ୍‌ର ଇମୋଜି ମଧ୍ୟ ଶେୟାର କରିଛନ୍ତି। ଅନୁଷ୍କାଙ୍କ ଏହି ପୋଷ୍ଟ ଖୁବ୍‌ ଭାଇରାଲ ହବାରେ ଲାଗିଛି। କିଛିଦିନ ତଳେ ଅନୁଷ୍କା କ୍ରିକେଟର ସୁନୀଲ ଗାଭାସ୍କରଙ୍କୁ ଜବାବ ଦେଇ ଚର୍ଚ୍ଚାରେ ରହିଥିଲେ।
ଆଇପିଏଲ୍‌ର ୧୩ତମ ସିଜିନ୍‌ର ୧୦ମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁମ୍ବାଇ ଇଣ୍ଡିଆନ୍ସକୁ ଏକ ରୋମାଞ୍ଚକ ଭାବେ ହରାଇଥିଲା। ୧୩ ବର୍ଷର ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ୨୦୦ରୁ ଅଧିକ ସ୍କୋର କରିବା ସତ୍ତ୍ୱେ ଏହି ମ୍ୟାଚ ଟାଇ ହୋଇଥିଲା। ଏହି ମ୍ୟାଚରେ ବାଙ୍ଗାଲୋର ଟସ୍‌ ହାରି ୩ ଓ୍ବିକେଟରେ ୨୦୧ ରନ୍‌ କରିଥିଲା। ଏହାକୁ ଜବାନ ଦେଇ ମୁମ୍ବାଇ ୫ ଓ୍ବିକେଟରେ ୨୦୧ ରନ୍‌ କରିଥିଲା। ପରେ ସୁପର ଓଭରରେ ବିରାଟଙ୍କ ଦଳ ଜିତିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri