ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା

ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି। ଏହି ସଫଳତା ଯୋଗୁ ଖୁସିରେ ଅନୁଷ୍ମାଙ୍କ ପାଦ ଆଉ ତଳେ ଲାଗୁ ନାହିଁ। ସେ ନିଜର ଏହି ଖୁସିକୁ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି।
ଦୁବାଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଟାଇ ହୋଇଯାଇଥିଲା। ସୁପର ଓଭରରେ ବିରାଟଙ୍କ ଦଳ ଜିତିଯାଇଥିଲା। ଅନୁଷ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାରକରି ଲେଖିଛନ୍ତି, ଜଣେ ଗର୍ଭବତୀ ମହିଳାଙ୍କ ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ ଥିଲା। କି ଦଳ ସେ। ଏଥିସହ ସେ ଦିଲ୍‌ର ଇମୋଜି ମଧ୍ୟ ଶେୟାର କରିଛନ୍ତି। ଅନୁଷ୍କାଙ୍କ ଏହି ପୋଷ୍ଟ ଖୁବ୍‌ ଭାଇରାଲ ହବାରେ ଲାଗିଛି। କିଛିଦିନ ତଳେ ଅନୁଷ୍କା କ୍ରିକେଟର ସୁନୀଲ ଗାଭାସ୍କରଙ୍କୁ ଜବାବ ଦେଇ ଚର୍ଚ୍ଚାରେ ରହିଥିଲେ।
ଆଇପିଏଲ୍‌ର ୧୩ତମ ସିଜିନ୍‌ର ୧୦ମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁମ୍ବାଇ ଇଣ୍ଡିଆନ୍ସକୁ ଏକ ରୋମାଞ୍ଚକ ଭାବେ ହରାଇଥିଲା। ୧୩ ବର୍ଷର ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ୨୦୦ରୁ ଅଧିକ ସ୍କୋର କରିବା ସତ୍ତ୍ୱେ ଏହି ମ୍ୟାଚ ଟାଇ ହୋଇଥିଲା। ଏହି ମ୍ୟାଚରେ ବାଙ୍ଗାଲୋର ଟସ୍‌ ହାରି ୩ ଓ୍ବିକେଟରେ ୨୦୧ ରନ୍‌ କରିଥିଲା। ଏହାକୁ ଜବାନ ଦେଇ ମୁମ୍ବାଇ ୫ ଓ୍ବିକେଟରେ ୨୦୧ ରନ୍‌ କରିଥିଲା। ପରେ ସୁପର ଓଭରରେ ବିରାଟଙ୍କ ଦଳ ଜିତିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନେଜର୍‌ଙ୍କୁ କରିଛନ୍ତି ଜୀବନସାଥୀ: ବେଶ୍‌ ରୋମାଣ୍ଟିକ୍‌ ହିଟ୍‌ମ୍ୟାନ୍‌ଙ୍କ ଲଭ୍‌ଷ୍ଟୋରୀ

ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଶତକୀୟ ପାଳି ଖେଳି ପ୍ରଶଂସକଙ୍କ ହୃଦୟ ଜିତିଥିବା ରୋହିତଙ୍କ ଜୀବନସାଥୀ ହେଲେ ରିତିକା ସଜଦେହ। ଉଭୟଙ୍କ ଲଭ୍‌ଷ୍ଟୋରୀ ବେଶ୍‌ ରୋମାଣ୍ଟିକ୍‌। ପ୍ରଥମେ...

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା...

ଭାରତୀୟ ମହିଳା କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ ପଦକ

ଡେନ ବୋସ୍କ(ଦ ନେଦରଲାଣ୍ଡ୍ସ),୧୫।୬(ପିଟି): ଏଠାରେ ଚାଲିଥିବା ତୀରନ୍ଦାଜ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ଜିତିଛି। ଜ୍ୟୋତି ସୁରେଖା ଭେନ୍ନାମ, ମୁସ୍କାନ...

୧୪ରେ ରିଲିଜ ହେବ ‘ରାଧେ ଶ୍ୟାମ’

ମୁମ୍ବାଇ: ନୂଆ ବର୍ଷରେ ନୂଆ ଝଲକ୍‌ରେ ନଜର ଆସିବେ ଅଭିନେତା ପ୍ରଭାସ ଓ ଅଭିନେତ୍ରୀ ପୂଜା ହେଗ୍‌ଡେ। ବଡ ପରଦାରେ ଆସିବ ରାଧା କ୍ରିଷ୍ଣା କୁମାରଙ୍କ...

ଭାରତକୁ ଶୋଚନୀୟ ଭାବେ ପରାସ୍ତ କରିବା ପରେ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ନୂଆଦିଲ୍ଲୀ,୯।୨: ଲଗାତାର ତିନୋଟି ଟେଷ୍ଟ ଜିତିବାର ସଫଳତା ହାସଲ କରିଛି ଇଂଲଣ୍ଡ ଟିମ୍‌। ପ୍ରଥମେ ଶ୍ରୀଲଙ୍କାକୁ ଦୁଇଟି ଟେଷ୍ଟରେ ପରାଜିତ କରିବା ପରେ ଭାରତ ବିପକ୍ଷରେ...

ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇ ଟ୍ରୋଲ୍ ହେଲେ ଫରହାନ୍‌

ମୁମ୍ବାଇ: ଟୋକିଓରେ ଚାଲିଥିବା ଅଲିମ୍ପିକ୍‌ସରେ ଭାରତୀୟ ପୁରୁଷ ହକି ଦଳ ଇତିହାସ ରଚିଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଏମାନେ ବ୍ରୋଞ୍ଚ ପଦକ ଜିତି...

ଚାଲିଥିଲା ଭାରତ-ବାଂଲାଦେଶ ମ୍ୟାଚ୍‌, ଅଚାନକ ଷ୍ଟାଡିୟମରେ ଲାଗିଲା ଧୋନୀ..ଧୋନୀ ନାରା ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୪।୧୧: ମୁଶଫିକର ରହିମଙ୍କ ଲୁଆ ଅର୍ଦ୍ଧଶତକ ବଳରେ ବାଂଲାଦେଶ ପ୍ରଥମ ଟି-୨୦ ମ୍ୟାଚରେ ଭାରତକୁ ୭ ଉଇକେଟରେ ହରାଇ ଐତିହାସିକ ବିଜୟ ହାସଲ କରିଛି। ଭାରତ...

‘ହିଟ୍‌ମ୍ୟାନ୍‌ଙ୍କୁ ଯୋଗୁ ଫର୍ମକୁ ଫେରିଲି’

ଲକ୍ଷ୍ନୌ,୨୫।୨: ଗତ ଶୃଙ୍ଖଳାରେ ନିରାଶ କରିବା ପରେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ରେ ଫର୍ମକୁ ଫେରିଛନ୍ତି ଓପନର୍‌ ଇଶାନ କିଶନ। ସେ ୫୬ ବଲ୍‌ରେ...

Advertisement
Archives

Model This Week