କୋହଲିଙ୍କ ସଫଳତା ଦେଖି ଖୁସିରେ ଝୁମିଲେ ଅନୁଷ୍କା: ଲେଖିଦେଲେ ଏମିତି କଥା

କୋଲକାତା,୫।୧୧: ଭାରତୀୟ କ୍ରିକେଟର୍‌ ଆଜି ୩୫ତମ ଜନ୍ମଦିନ ପାଳନ କରୁଛନ୍ତି। ନିଜ ଜନ୍ମଦିନରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ଏହା ସହ ସେ ଦିନିକିଆରେ ସଚିନ ତେନ୍ଦୁଲକରଙ୍କ ୪୯ ତମ ଶତକର ସମକକ୍ଷ ହୋଇଛନ୍ତି। ବିରାଟ ନିଜ ଜନ୍ମଦିନରେ ସଚିନଙ୍କ ରେକର୍ଡ ସହ ସମକକ୍ଷ ହୋଇ ପ୍ରଶଂସକଙ୍କୁ ଉପହାର ଦେଇଛନ୍ତି।
ବିରାଟଙ୍କ ସଫଳତା ଦେଖି କେବଳ ପ୍ରଶଂସକ ନୁହେଁ, ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଖୁସିରେ ଝୁମି ଉଠିଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ସ୍ବାମୀ ବିରାଟଙ୍କୁ ଖାସ୍‌ ଅନ୍ଦାଜ୍‌ରେ ଖୁସି ପ୍ରକାଶ କରିଛନ୍ତି। ଅନୁଷ୍କା ବିରାଟଙ୍କ ଫଟୋ ଶେୟାର ନିଜ ଜନ୍ମଦିନରେ ନିଜକୁ ଉପହାର ଦେଇଥିବା ଲେଖିଛନ୍ତି। ଏଥିସହ ଏକ ହାର୍ଟ ଇମୋଜି ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଚାଇନା-ଭାରତ ମୁହାଁମୁହିଁ! ଚାଇନା ମୁହଁରୁ LPG ଛଡାଇ ଆଣିଲା ଭାରତ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଦେଶରେ LPGର ଘୋର ଅଭାବ ଦେଖାଦେଇଛି। ପ୍ରାୟ ଛଅ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ, ଇରାନରୁ ଏକ LPG କାର୍ଗୋ…

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ଖାମେନେଇଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ବଡ଼ ଅଫର୍‌ ଦେଲା ଇରାନ? ଚମକାଇଲା…

ତେହରାନ,୨୬।୩: ଆଜି ମଧ୍ୟପ୍ରାଚ୍ୟରେ ସଂଘର୍ଷର ୨୭ତମ ଦିନ। ଇରାନର ସର୍ୱୋଚ୍ଚ ନେତା ଖାମେନେଇଙ୍କ ସମେତ ଅନେକ ବରିଷ୍ଠ ନେତାଙ୍କ ହତ୍ୟା ପରେ ମଧ୍ୟ, ଇରାନ ଆମେରିକା ଏବଂ…

ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri