‘ଚକଦା ଏକ୍ସପ୍ରେସ’କୁ ନେଇ ଏଭଳି କହିଲେ ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ବହୁ ଦିନର ବ୍ୟବଧାନ ପରେ ପରଦାକୁ ଫେରୁଛନ୍ତି। ସେ ଭାରତୀୟ କ୍ରିକେଟର ଝୁଲଣ ଗୋସ୍ବୀମୀଙ୍କ ବାୟୋପିକ୍‌ରେ ନଜର ଆସିବେ। ତେବେ ଫିଲ୍ମର ନାମ ରହିଛି ‘ଚକଦା ଏକ୍ସପ୍ରେସ’। ଯାହାକୁ ନେଇ ଅନୁଷ୍ଖା ବ୍ୟସ୍ତତା ଭିତରେ ରହୁଥିବା ଦେଖିବାକୁ ମିଳୁଛି। ପ୍ରୋସିତ ରାୟ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି । ନିକଟରେ ଏକ ଭିଡିଓ ଶେୟାର କରି ଅନୁଷ୍କା କହିଛନ୍ତି, ମୁଁ ଅନୁଷ୍କା ଶର୍ମା । ଯିଏକି ବର୍ତ୍ତମାନ ‘ଚକଦା ଏକ୍ସପ୍ରେସ’ ନାମକ ଏକ ସ୍ବତନ୍ତ୍ର ଫିଲ୍ମ ପାଇଁ ୟୁନାଇଟେଡ କିଙ୍ଗଡମ ଲିଡ୍ସର ଏକ କ୍ରିକେଟ ମଇଦାନରେ ପ୍ରଶିକ୍ଷଣ ନେଉଛି । ଭେଟେରାନ ଭାରତୀୟ ବୋଲର ଝୁଲଣ ଗୋସ୍ବାମାୀଙ୍କ ଜୀବନ ଉପରେ ଆଧାରିତ ଫିଲ୍ମରେ ମୁଁ ତାଙ୍କର ଭୂମିକା ନିଭାଉଛି । ମୁଁ ଏହାର ସ୍କ୍ରିପ୍ଟ ଦେଖିବା ପରେ ଚକିତ ହୋଇଯାଇଥିଲି । ଏହା ମୋ ପାଇଁ ମହିଳା କ୍ରିକେଟ୍‌ ଦୁନିଆରେ ଆଖି ଖୋଲିଲା ଭଳି ସ୍ଥିତି ରହିଥିଲା। ଏହା ବାଦ୍‌ ଏହି ଫିଲ୍ମର ଅନୁଷ୍କାଙ୍କର ପ୍ରଥମ ଲୁକ୍‌ ଶେୟାର ହୋଇଛି। ଯାହାକୁ ଦେଖିବାକୁ ଦର୍ଶକ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri