କୋହଲି ଅର୍ଦ୍ଧଶତକ ହାସଲ ପରେ ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା

ଦୁବାଇ,୧।୯: ଏସିଆ କପ୍‌ରେ ଭାରତ ଏବଂ ହଂକଂ ମଧ୍ୟରେ ହୋଇଥିବା ମ୍ୟାଚରେ ଭାରତ ୪୦ ରନରେ ଜିତିଛି। ଖରାପ ଫର୍ମରେ ଥିବା ବିରାଟ କୋହଲି ଏହି ମ୍ୟାଚରେ ଅପରାଜିତ ୫୯ ରନ୍‌ର ପାଳି ଖେଳିଥିଲେ। ଦୀର୍ଘ ଦିନ ଧରି ବିରାଟଙ୍କ ଏହି ଇନିଂସକୁ ପ୍ରଶଂସକମାନେ ଅପେକ୍ଷା କରିଥିଲେ। ବିରାଟଙ୍କ ଅର୍ଦ୍ଧଶତକୀୟ ଇନିଂସ ପରେ ତାଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି।
ଅନୁଷ୍କା ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ବିରାଟଙ୍କ ଫଟୋ ସହିତ ଏକ ହାର୍ଟ ଇମୋଜି ଦେଇଥିଲେ। କୋହଲି ହଂକଂ ବିପକ୍ଷରେ ୪୪ ବଲରେ ୫୯ ରନ ସଂଗ୍ରହ କରିଥିବାବେଳେ ଉଦୀୟମାନ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ୨୬ ବଲରେ ୬୮ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri