ବେଷ୍ଟଫ୍ରେଣ୍ଡ୍‌ ହୋଇପାରନ୍ତି ଧୋନୀ-କୋହଲିଙ୍କ ଝିଅ

ପୁରୁଣା ବନ୍ଧୁ ଏବଂ ସମ୍ପର୍କ କେବେବି ଭୁଲିହୁଏ ନାହିଁ। ଏମିତି ସମ୍ପର୍କ ଭାରତର ଏବେକାର ଅଧିନାୟକ ବିରାଟ କୋହଲି ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀଙ୍କ ମଧ୍ୟରେ ରହିଛି। ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବ ଯେ, କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଗୋଟିଏ ସ୍କୁଲରେ ଗୋଟିଏ କ୍ଲାସ୍‌ରେ ପାଠ ପଢ଼ୁଥିଲେ। ଆଗାମୀ ଦିନରେ ଉଭୟଙ୍କ ଝିଅ ବଡ଼ ହେଲେ ବେଷ୍ଟଫ୍ରେଣ୍ଡ ହେବେ କହିଲେ ଆଲୋଚନା ହେଉଛି। କାରଣ ପ୍ରାୟ ସମସ୍ତ କ୍ରିକେଟରଙ୍କ ପରିବାର ପରସ୍ପରର ଅତି ନିକଟତର। ବିଶେଷକରି ଆଇପିଏଲ୍‌ ସମୟରେ ସମସ୍ତେ ଏକାଠି ଦେଖାଯାଆନ୍ତି।
ତେବେ ଅନୁଷ୍କା ଏବଂ ସାକ୍ଷୀଙ୍କ ମଧ୍ୟରେ ଅନେକ ଜିନିଷରେ ସମାନତା ରହିଛି। ଉଭୟଙ୍କ ସ୍ବାମୀ ଭାରତୀୟ କ୍ରିକେଟ ଦଳର ଅଧିନାୟକ ରହିଛନ୍ତି। ଉଭୟଙ୍କର କନ୍ୟା ସନ୍ତାନର ମା’ ଅଟନ୍ତି। ଉଭୟଙ୍କ ମଧ୍ୟରେ ଆଉ ଏକ ସମାନତା ହେଉଛି ସେମାନେ ସହପାଠୀ ଥିଲେ। ଅନେକ ବର୍ଷ ପୂର୍ବେ ଅନୁଷ୍କା, ସାକ୍ଷୀ ଆସାମର ଏକ ଛୋଟ ସହରରେ ରହୁଥିଲେ। ସେତେବେଳେ ଉଭୟ ଗୋଟିଏ ଶ୍ରେଣୀରେ ପାଠ ପଢ଼ୁଥିଲେ। ଏକ ସାକ୍ଷାତକାରରେ ଅନୁଷ୍କା ଏହା କହିଥିଲେ। ଉଭୟଙ୍କର ପିଲାଦିନର ଏକ ଫଟୋ ଦେଖିଲେ ସେମାନଙ୍କୁ ଚିହ୍ନିବା ମଧ୍ୟ କଷ୍ଟକର ହୋଇଯିବ। ମାତ୍ର ସେତେବେଳେ ସେମାନେ ଭଲ ବନ୍ଧୁ ନ ଥିଲେ। ମାତ୍ର ପରେ ହେଲେ। ଆଗାମୀ ଦିନରେ ଉଭୟଙ୍କ ଝିଅ ଭଲ ବନ୍ଧୁ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri