Advertisement
Posted inଖେଳ

ଅନୁଷ୍କା ମା’ ହେବା କଥା ଜାଣି ଦେଡଶୂର କହିଲେ ଏମିତି କଥା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ସସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ୨ରୁ ୩ ହେବାକୁ ଯାଉଛନ୍ତି। ୨୦୨୧ ଜାନୁୟାରୀ ଅନୁଷ୍କା ନିଜ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କୁ ଚାରିଆଡୁ ଶୁଭେଚ୍ଛା ମିଳିଛି। ଦେଢଶୂର ତଥା ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ଏନେଇ ଇନଷ୍ଟାଗ୍ରାମରେ ନିଜ ପ୍ରତିକ୍ରିୟା ଦେଇଛନ୍ତି। ଉଭୟଙ୍କ ଫଟୋ ପୋଷ୍ଟ କରି ବିକାଶ କୋହଲି ଲେଖିଛନ୍ତି, ‘ତୁମ ଦୁହିଁଙ୍କ ପାଇଁ ପ୍ରକୃତରେ ଆମେ ଗର୍ବିତ। ତୁମକୁ ବହୁତ ଭଲପାଏ, ଭଗବାନ଼ ତୁମର ମଙ୍ଗଳ କରନ୍ତୁ। ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ପୋଷ୍ଟକୁ ପସନ୍ଦ କରିଛନ୍ତି। ସୂଚନାଯୋଗ୍ୟ, ବିରାଟ ଆଇପିଏଲ ଖେଳିବା ପାଇଁ ୟୁଏଇ ଯାଇଛନ୍ତି। ତାଙ୍କ ସହ ଅନୁଷ୍କା ମଧ୍ୟ ଅଛନ୍ତି। ସେଠାକୁ ଯିବା ପରେ ବିରାଟ ପିତା ହେବା ଖବର ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଦେଇଥିଲେ। ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୨୦୧୭ ଡିସେମ୍ବର ୧୧ ଇଟାଲୀରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ହଜାରେ ଟ୍ରଫି: ଉତ୍ତର ପ୍ରଦେଶ-ମୁମ୍ବାଇ ଫାଇନାଲ

ନୂଆଦିଲ୍ଲୀ, ୧୨।୩-ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ଉତ୍ତର ପ୍ରଦେଶ ଓ ମୁମ୍ବାଇ ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ଅନୁଷ୍ଠିତ...

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୫।୮: ଲଣ୍ଡନ,୫।୮: ଇଂଲଣ୍ଡ ବିପକ୍ଷ ନଟିଂହାମ ଟେଷ୍ଟରେ ଟିମ ଇଣ୍ଡିଆର ବୋଲରମାନେ ଏକ ଭଲ ଆରମ୍ଭ କରିଥିଲେ। ଇଂଲଣ୍ଠର ପ୍ରଥମ ଇନିଂସରେ ଭାରତ ଘରୋଇ ଦଳକୁ...

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି।...

କରୋନା ଆକ୍ରାନ୍ତ ହେଲେ ରେସିଂ ଟ୍ରାକ୍‌ର ବାଦ୍‌ଶାହ

ନୂଆଦିଲ୍ଲୀ, ୨୪।୮: ଲିଜେଣ୍ଡ ଧାବକ ତଥା ରେସିଂ ଟ୍ରାକ୍‌ର ବାଦ୍‌ଶାହ ଭାବେ ବିଶ୍ୱରେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଜାମାଇକାର ଉସେନ ବୋଲ୍ଟ କରୋନା ଆକ୍ରାନ୍ତ...

ଭାରତୀୟ ମହିଳା ଫୁଟବଲ ଦଳରେ ଜବାମଣୀ, ପ୍ୟାରୀ

ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-ଆଗାମୀ ଏଏଫସି ମହିଳା ଏସିଆନ କପ୍‌ ୨୦୨୨ ପାଇଁ ପ୍ରସ୍ତୁତି ସ୍ବରୂପ ଭାରତୀୟ ମହିଳା ଫୁଟବଲ ଦଳ ଉଜବେକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ...

ବୋଟାସ ଦ୍ରୁତତମ

ପୋର୍ଟିମାଓ (ପର୍ତ୍ତୁଗାଲ୍‌), ୨୪ା୧୦ (ଏପି)-ପର୍ତ୍ତୁଗିଜ୍‌ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପ୍ରାକ୍ଟିସ ସେସନରେ ମର୍ସିଡିଜ୍‌ ଡ୍ରାଇଭର ଭାଲଟେରି ବୋଟାସ ପ୍ରଥମ...

ଟି୨୦ ବିଶ୍ୱକପ୍‌ ପାଇଁ ପାକିସ୍ତାନ ଖେଳାଳିଙ୍କୁ ଦିଆଯିବ ଭିଜା : ବିସିସିଆଇ

ନୂଆଦିଲ୍ଲୀ,୧।୪: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମଧ୍ୟରେ ଭାରତରେ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହି ଆଇସିସି ଇଭେଣ୍ଟ ଲାଗି ପାକିସ୍ତାନ ଖେଳାଳିଙ୍କୁ ନିଶ୍ଚିତ ଭିଜା ପ୍ରଦାନ...

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ...

Advertisement
Archives

Model This Week