ରୋମାଣ୍ଟିକ୍‌ ଅନ୍ଦାଜରେ ସ୍ବାମୀଙ୍କ ଜନ୍ମଦିନ ପାଳିଲେ ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ସ୍ବାମୀ ବିରାଟ କୋହଲିଙ୍କ ସହ ୟୁଏଇରେ ଅଛନ୍ତି। ବିରାଟ ଏବେ ଆଇପିଏଲ୍‌ ବ୍ୟସ୍ତ ଥିବାବେଳେ ଅନୁଷ୍କା ଷ୍ଟାଡିୟରେ ଉପସସ୍ଥିତ ରହି ତାଙ୍କୁ ଚିୟର କରୁଛନ୍ତି। କୋହଲି ଆଜି ୩୨ତମ ଜନ୍ମଦିନ ପାଳନ କରୁଛନ୍ତି। ଏମିତିରେ ତ ଅନୁଷ୍କା ଖୁବଶୀଘ୍ର ମା’ ହୋଇ ବିରାଟଙ୍କୁ ବଡ ଉପହାର ଦେବାକୁ ଯାଉଛନ୍ତି। କିନ୍ତୁ ଏହା ପୂର୍ବରୁ ଅନୁଷ୍କା ରୋମାଣ୍ଟିକ୍‌ ଅନ୍ଦାଜରେ ସ୍ବାମୀଙ୍କ ଜନ୍ମଦିନ ପାଳନ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଖେଳାଳିମାନଙ୍କ ସହ ମିଶି ବିରାଟ କେକ୍‌ କାଟିଥିଲେ। ପ୍ରଥମେ ସେ କେକ୍‌ କାଟି ପ୍ରଥମେ ଅନୁଷ୍କାଙ୍କୁ ଖୁଆଇଥିଲେ। ପରେ ଉଭୟ ପରସ୍ପରକୁ କୋଳାଗ୍ରତ କରିଥିଲେ। ବିରାଟଙ୍କ ଜନ୍ମଦିନର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓରେ ବେଙ୍ଗାଲୁରୁ ଦଳର ଖେଳାଳି ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ଭାବି ସ୍ତ୍ରୀ ଧନଶ୍ରୀ ବର୍ମା ମଧ୍ୟ ନଜର ଆସିଥିଲେ। ଆଗାମୀ ବର୍ଷ ଜାନୁୟାରୀରେ ଅନୁଷ୍କା ନିଜ ପ୍ରଥମ ସନ୍ତାନକୁ ଜନ୍ମ ଦେବେ। ଏବେ ସେ ଗର୍ଭାବସ୍ଥାକୁ ବେଶ୍‌ ଉପଭୋଗ କରୁଛନ୍ତି। ଅନେକ ସମୟରେ ସେ ସୋସିଆଲ ମିଡିଆରେ ନିଜର ଫଟୋ ଶେୟାର କରୁଛନ୍ତି।

 

View this post on Instagram

 

Parents soon #anushkasharma celebrates #viratkohli birthday ❤

A post shared by Viral Bhayani (@viralbhayani) on


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri