ବିରାଟଙ୍କ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ଅନୁଷ୍କା, ସ୍ବାମୀଙ୍କ ଇନିଂସ ଦେଖି ଦେଲେ ଫ୍ଲାଇଙ୍ଗ୍‌ କିସ୍‌

ଦୁବାଇ,୧୧ା୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଚେନ୍ନାଇ ସୁପର କିଙ୍ଗ୍‌ସ ମ୍ୟାଚ ଦେଖିବା ପାଇଁ ଅନୁଷ୍କା ଶର୍ମା ଷ୍ଟାଡିୟମରେ ଶନିବାର ପହଞ୍ଚିଥିଲେ। ଏହି ସମୟରେ ଅନୁଷ୍କା ଏକ ବ୍ଲୁ କଲରର ଡ୍ରେସ୍‌ ପିନ୍ଧିଥିଲେ। ଯେଉଁଥିରେ ବେବି ବମ୍ପ ଦେଖାଯାଉଥିଲା। ତେବେ ଷ୍ଟାଡିୟମରେ ଥିବା ସମୟରେ ଅନୁଷ୍କାଙ୍କ ଅନେକ ଫଟୋ ଏବଂ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଚଳିତ ଆଇପିଏଲ୍‌ରେ ଶନିବାର ବିରାଟ କୋହଲି ୯୦ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ। ବିରାଟଙ୍କ ବିସ୍ଫୋରକ ପ୍ରଦର୍ଶନ ଉପରେ ଅନୁଷ୍କା ତାଙ୍କୁ ଫ୍ଲାଇଙ୍ଗ କିସ୍‌ ଦେଇଥିଲେ। ଅନୁଷ୍କାଙ୍କ ଫଟୋ ଦେଖି ପ୍ରଶଂସକମାନେ ମଧ୍ୟ ବହୁତ ଫ୍ଲାଇଙ୍ଗ କିସ୍‌ କରୁଛନ୍ତି।

କହିରଖୁଛୁ, ଅନୁଷ୍କା ଆଜିକାଲି ତାଙ୍କ ଗର୍ଭଧାରଣ ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ବେବି ବମ୍ପ୍‌ ସହିତ ତାଙ୍କର ଅନେକ ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହୁଛନ୍ତି।

କିଛିଦିନ ତଳେ ବିରାଟଙ୍କୁ ମଧ୍ୟ ପଚରାଯାଇଥିଲା ଯଦି ଜାନୁୟାରୀରେ ଆପଣଙ୍କ ଘରକୁ ନୂଆ ଅତିଥି ଆସୁଛନ୍ତି ତେବେ ଆପଣ କିପରି ଅନୁଭବ କରୁଛନ୍ତି? ଏହି ପ୍ରଶ୍ନର ଉତ୍ତର ଦେଇ ବିରାଟ କହିଥିଲେ, ସେ ଏ ବିଷୟରେ ଜାଣିବା ପରଠାରୁ ତାଙ୍କ ଖୁସିର ସୀମା ନାହିଁ। ସେ କହିଥିଲେ, ଏହା ଏକ ଅବିଶ୍ୱସନୀୟ ଅନୁଭବ। ଆମେ କିପରି ଅନୁଭବ କରୁଛୁ ଶବ୍ଦରେ ପ୍ରକାଶ କରିବା କଷ୍ଟକର।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?