Posted inଖେଳ

ବିରାଟ କୋହଲି କେଉଁ କଥାରେ ବେଶୀ ରାଗନ୍ତି, ଅନୁଷ୍କା କଲେ ଖୁଲାସା

ଆଜିକାଲି ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ସମୟ ବିତାଉଛନ୍ତି। ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ‘ଆସ୍କ-ମି-ଏନିଥିଙ୍ଗ୍‌’ ସେଶନ ରଖିଥିଲେ। ଏହି ସମୟରେ ଅନୁଷ୍କା ଶର୍ମା ପ୍ରଶଂସକମାନଙ୍କୁ ନିଜ ବିଷୟରେ ଅନେକ ମଜାଦାର କଥା କହିଥିଲେ। ପ୍ରଶଂସକମାନେ ତାଙ୍କୁ ପସନ୍ଦର ଖାଦ୍ୟ, ବିରାଟଙ୍କୁ ଅଧିକ କଷ୍ଟ ଦେଉଥିବା କଥା ଭଳି ଭଳି ଅନେକ ପ୍ରଶ୍ନ ପଚାରିଥିଲେ। ଅନୁଷ୍କା ଏସବୁ ପ୍ରଶ୍ନର ଉତ୍ତର ଦେଇଥିଲେ।

ପ୍ରଶଂସକଙ୍କ ପସନ୍ଦର ଖାଦ୍ୟ ପ୍ରଶ୍ନରେ ଅନୁଷ୍କା ଶର୍ମା କହିଛନ୍ତି ଯେ ସେ ୨୦୧୫ ଆରମ୍ଭରୁ ଶାକାହାରୀ ରହିଆସିଛନ୍ତି। ଏହା ତାଙ୍କ ଜୀବନର ସର୍ବୋତ୍ତମ ନିଷ୍ପତ୍ତି ଅଟେ। ସେ ପାହାଡୀ ଖାଦ୍ୟକୁ ପସନ୍ଦ କରନ୍ତି। ଅନୁଷ୍କା ଶର୍ମାଙ୍କ ଜଣେ ପ୍ରଶଂସକ ବିରାଟଙ୍କୁ ଅଧିକ କଷ୍ଟ ଦେଉଥିବା ପ୍ରଶ୍ନ କରିଛନ୍ତି। ଏହା ଉପରେ ଅଭିନେତ୍ରୀ କହିଥିଲେ ଯେ ବିରାଟ ଯେତେବେଳେ କାହାଠାରୁ କୌଣସି ବୋର୍ଡ ଗେମ୍‌ରେ ହାରିଯାନ୍ତି ସେତେବେଳେ ବିରକ୍ତ ହୁଅନ୍ତି। ଅନ୍ୟ ଜଣେ ପ୍ରଶଂସକ ପଚାରିଲେ ତୁମେ ବିରାଟଙ୍କୁ ସାହାଯ୍ୟ କର? ଅନୁଷ୍କା ଶର୍ମା କହିଛନ୍ତି ଯେ ହଁ, ଟାଇଟ୍‌ ବୋତଲ ଖୋଲିବା ଏବଂ ଭାରି ଚେୟାର ଉଠାଇବାରେ ସାହାଯ୍ୟ କରରେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri