ଅନୁଷ୍କାଙ୍କ ଫଟୋ ଦେଖି କୋହଲି କହିଲେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଅଭିନୟ ଏବଂ ଫ୍ୟାଶନ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ପାଇଁ ଫଟୋ ଶେୟାର କରନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ, ଯାହା ଭାଇରାଲ ହୋଇଛି। ଏହି ଫଟୋରେ ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟର୍‌ ବିରାଟ କୋହଳି ପ୍ରତିକ୍ରିୟା ଦେଇଛନ୍ତି। ଏହି ଫଟୋ ଗୁଡ଼ିକରେ ଅନୁଷ୍କା ସୁଇମିଂ ପୁଲ୍‌ରେ ଉଠାଇଛନ୍ତି। ଏଥିରେ ସେ ବହୁତ ସୁନ୍ଦର ଦେଖାଯାଉଛନ୍ତି। କୋହଲି ଅନୁଷ୍କାଙ୍କ ଏହି ଫଟୋ ଦେଖି ହାର୍ଟ ଇମୋଜି ଦେଇଛନ୍ତି। ଏହା ସହିତ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ଫଟୋ ଦେଖି ଅନୁଷ୍କାଙ୍କୁ ପ୍ରଶଂସା କରିଛନ୍ତି।
ଅନୁଷ୍କାଙ୍କୁ ଶେଷ ଥର ପାଇଁ ଶାହରୁଖ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ‘ଜିରୋ’ରେ ଦେଖିବାକୁ ମିଳିଥିଲା। ଏହା ପରେ ସେ ଏକ ପ୍ରଯୋଜିକା ଭାବରେ ଓଟିଟି ପ୍ଲାଟଫର୍ମରେ ପାଦ ଦେଇଥିଲେ। ଅନୁଷ୍କାଙ୍କ ପ୍ରଡକ୍ସନ ହାଉସର ବ୍ୟାନରରେ ‘ବୁଲବୁଲ’ ଏବଂ ଅନୁଷ୍କାଙ୍କ ଦ୍ୱାରା ନିର୍ମିତ ‘ପାତାଲ-ଲୋକ’ ନେଟଫ୍ଲିକ୍ସରେ ମୁକ୍ତିଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri