ପତ୍ନୀ ଅନୁଷ୍କାଙ୍କୁ ଏହି ନାମରେ ଡାକନ୍ତି ବିରାଟ: ଆପଣ ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍‌…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀଙ୍କ ଆଜି ହେଉଛି ହାପି ବର୍ଥ ଡେ। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ ଆଇପିଏଲ୍‌ ମଇଦାନରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଉପସ୍ଥିତି ଖବର ଶିରୋନାମା ପାଲଟିଥାଏ। ଏବେ ପିତା ମଧ୍ୟ ହେବାକୁ ଯାଉଛନ୍ତି ବିରାଟ। ତେବେ ଜନ୍ମଦିନରେ ଆସନ୍ତୁ ଜାଣିବା ବିରାଟ-ଅନୁଷ୍କାଙ୍କ ସମ୍ପର୍କକୁ ନେଇ କିଛିଟା ଅଜଣା କଥା।

– ଓକିଲ ପ୍ରେମ କୋହଲୀଙ୍କ ପୁଅ ବିରାଟ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦୀର୍ଘ ଦିନ ଧରି ସେ ଅନୁଷ୍କାଙ୍କୁ ଡେଟ୍‌ କରିବା ପରେ ୨୦୧୭ ମସିହା ଡିସେମ୍ବର ୧୧ ତାରିଖରେ ତାଙ୍କୁ ବିବାହ କରିଥିଲେ।

-ଇଟାଲୀରେ ବେଶ୍‌ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ପରସ୍ପରକୁ ବେଶ୍‌ ଭଲପାଉଥିବା ବେଳେ କାମକୁ ନେଇ ଜଣେ ଅନ୍ୟଜଣଙ୍କୁ ପ୍ରୋତ୍ସାହିତ କରିଥାନ୍ତି।

-ବିରାଟ ସ୍ନେହରେ ଅନୁଷ୍କାଙ୍କୁ ନୁଷ୍କି ବୋଲି ଡାକିଥାନ୍ତି।

-୨୦୧୩ରେ ବିରାଟ ଏବଂ ଅନୁଷ୍କା ଏକ ବିଜ୍ଞାପନରେ ପରସ୍ପରକୁ ଭେଟିଥିଲେ। ଏହା ପରେ ଉଭୟ ବନ୍ଧୁ ଏବଂ ପରେ ତାହା ବିବାହ ପର୍ଯ୍ୟନ୍ତ ଯାଇଥିଲା।

-ପ୍ରେମରେ ଥିବା ବେଳେ ବିରାଟ ଏକଦା ଦକ୍ଷିଣ ଆଫ୍ରିକା ଗସ୍ତ କରି ଅନୁଷ୍କାଙ୍କ ଘରେ ପହଞ୍ଚି ଯାଇଥିଲେ। ସେଭଳି ଅନୁଷ୍କା ମଧ୍ୟ ୨୦୧୪ରେ ନ୍ୟୁଜିଲାଣ୍ଡରେ ପହଞ୍ଚିଯାଇଥିଲେ। ଏହାପରେ ବିରାଟଙ୍କ ସହ ତାଙ୍କ ସମ୍ପର୍କ ଥିବା ସ୍ପଷ୍ଟ ହୋଇଯାଇଥିଲା।

-ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିରାଟ ଶତକ କରିଥିଲେ। ଏହା ପରେ ଅନୁଷ୍କାଙ୍କୁ ସେ ଫ୍ଲାଇଂ କିସ୍‌ ଦେଇଥିଲେ। ଉକ୍ତ ଭିଡିଓ ଏବେ ପର୍ଯ୍ୟନ୍ତ ଭାଇରାଲ ହେଉଛି।

-ଆଇପିଏଲ୍‌ର ଓପନିଂ ଉତ୍ସବବରେ ଅନୁଷ୍କା ଯୋଗଦେବାକୁ ପହଞ୍ଚିଥିଲେ। ଏହା ଦେଖି ବିରାଟ ବେଶ ଖୁସି ହୋଇଯାଇଥିଲେ। ଉକ୍ତ ସମୟର ଫଟୋ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟା ଘା’ରେ ଚୂନ ଲଗାଇଲେ ଏହି ଦୁଇ କ୍ରିକେଟର୍‌

ଚେନ୍ନାଇ,୯।୨: ଚେନ୍ନାଇ ଟେଷ୍ଟରେ ଟିମ ଇଣ୍ଡିଆକୁ ଶେଚନୀୟ ଭାବେ ପରାସ୍ତ କରିଛି ଇଂଲଣ୍ଡ। ଏହା ପରେ ଇର ପୂର୍ବତନ ଖେଳାଳିମାନେ ଟିମ ଇଣ୍ଡିଆକୁ ଟାର୍ଗେଟ କରିବାକୁ...

ଦର୍ଶକଙ୍କୁ ପସନ୍ଦ ଆସୁଛି ସଲମାନଙ୍କ ନୂଆ ଅବତାର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାଁ ପୁଣିଥରେ ବଡ ପରଦାରେ ଧୁମ ମଚାଇବାକୁ ଆସିଯାଇଛନ୍ତି । ସଲମାନ ଖାଁ ଓ ଆୟୁଷ ଶର୍ମାଙ୍କ ଅଭିନୀତ ଫିଲ୍ମ...

ଟି୨୦ ବିଶ୍ୱକପ୍‌ : ଅନ୍ତିମ ଦୁଇ ଦଳ ଭାବେ ଓମାନ, ସ୍କଟ୍‌ଲାଣ୍ଡର ଯୋଗ୍ୟତା

ଦୁବାଇ, ୩୧।୧୦ (ଏଏଫ୍‌ପି)- ଓମାନ ଓ ସ୍କଟ୍‌ଲାଣ୍ଡ ଅନ୍ତିମ ଦୁଇ ଦଳ ଭାବେ ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌କୁ...

ଇନ୍‌ଷ୍ଟାଗ୍ରାମ୍‌ରେ କୋହଲିଙ୍କ ଅନୁସରଣକାରୀ ସର୍ବାଧିକ

ନୂଆଦିଲ୍ଲୀ, ୩ା୩ (ପି.ଟି.)-ଭାରତୀୟ ଅଧିନାୟକ ବିରାଟ କୋହଲି ହେଉଛନ୍ତି ପ୍ରଥମ କ୍ରିକେଟର, ଯାହାଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ୍‌ରେ ଅନୁସରଣକାରୀଙ୍କ ସଂଖ୍ୟା ପ୍ରାୟ ୧୦୦ ନିୟୁତ।...

ମହିଳା ଟି୨୦ ବିଶ୍ୱକପ୍‌: ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ଭାରତ

ମେଲବୋର୍ନ,୨୭ା୨(ପି.ଟି.)- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଓପନର ଶେଫାଳି ବର୍ମାଙ୍କ ବିସ୍ଫୋରକ ୪୬ ଓ...

ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାପରେ ଟ୍ରୋଲ ହୋଇଥିଲେ କୋହଲି, ଏବେ ଫଟୋ ଶେୟାର କରି ଦେଲେ କଡା ଜବାବ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବହୁତ ଦିନର ଅପେକ୍ଷା ପରେ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ୨୦୨୧ ଜାନୁୟାରୀରେ ସେ ପିତା ହେବେ...

୧୪ ଫୁଟ ଉଚ୍ଚରେ କିକ୍‌ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ

ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍‌ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ...

ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ଅନୁଷ୍କା

ବମ୍ବେ: ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ସେ ନିଜର ପ୍ରଯୋଜନା ସଂସ୍ଥା କ୍ଲିନ୍‌ ସ୍ଲେଟ୍‌ ଫିଲ୍ସରୁ ହଟିବାକୁ...

Advertisement
Archives

Model This Week