Posted inଫୁରସତ

ଅନୁଷ୍କାଙ୍କ ପରେ ଏବେ ପିସିଙ୍କ ପାଳି ! ଏହି ଡ୍ରେସ୍‌କୁ କୁହାଯାଉଛି ‘ଚମତ୍କାରୀ’

ବମ୍ବେ: ନିକଟରେ ମାତାପିତା ହେବାକୁ ଯାଉଥିବା ନେଇ ଘୋଷଣା କରିଛନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲୀ ଏବଂ ପତ୍ନୀ ଅନୁଷ୍କା ଶର୍ମା। ଇନ୍‌ଷ୍ଟ୍ରାଗ୍ରାମରେ ଫଟୋ ଶେୟାର କରି ବିରାଟ ଏହା ଜଣାଇଥିଲେ। ଫଟୋରେ ଅନୁଷ୍କା ଏକ କଳାରଙ୍ଗର ପୋଲ୍କା ଡଟ୍ସ ଥିବା ଡ୍ରେସ୍‌ ପିନ୍ଧିଥିଲେ। ଏବେ ଏହି ଡ୍ରେସ୍‌ ଚର୍ଚ୍ଚାରେ। କାରଣଟି ହେଲା କିଛି ଦିନ ଭିତରେ ମା’ ହେବାର ଖୁସିଖବର ଦେଇଥିବା କରିନା କପୁର ଖାନଙ୍କଠାରୁ ଆରମ୍ଭ କରି ନତାଶା ଷ୍ଟେନ୍‌କୋଭିକ ପର୍ଯ୍ୟନ୍ତ ଏହି ରଙ୍ଗର ଡ୍ରେସ୍‌ ପିନ୍ଧିଛନ୍ତି। ଏପରିକି ପ୍ରିୟଙ୍କା ଚୋପ୍ରା, ରଣବୀର ସିଂହଙ୍କୁ ସେଭଳି ଡ୍ରେସ୍‌ ପିନ୍ଧିଥିବା ଦେଖିବାକୁ ମିଳିଛି। ଫଳରେ ଡ୍ରେସ୍‌କୁ ନେଇ ଭଳିକି ଭଳି ମେମେ କରାଯାଉଛି। ତେବେ କେବଳ ପୋଷାକ ନୁହେଁ ବରଂ ମା’ ହେବାକୁ ନେଇ ମେମେ କରାଯାଉଛି। ଆଗକୁ ପ୍ରିୟଙ୍କା ଖୁସିଖବର ଶୁଣାଇପାରନ୍ତି ବୋଲି କୁହାଯାଉଛି। କାରଣ ଏହି ରଙ୍ଗର ଡ୍ରେସ୍‌ ଚମତ୍କାର କରୁଛି ବୋଲି କେହି କେହି କହୁଛନ୍ତି।

 

View this post on Instagram

 

When I met you in the summer… ☀️

A post shared by Priyanka Chopra Jonas (@priyankachopra) on


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?