ଟ୍ରୋଲ ହେଲେ ଅନୁଷ୍କା

ମୁମ୍ବାଇ: ମଇ ୧୬ରୁ ଆରମ୍ଭ ହୋଇଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ ୨୦୨୩ରେ ଅନୁଷ୍କା ଶର୍ମା ଏବେ ରେଡ କାର୍ପେଟରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ଏହି ବିଶେଷ ଉତ୍ସବରେ ଅନୁଷ୍କା ଅଫ ସୋଲଡର ରିଚାର୍ଡ କ୍ୱିନ ଗାଉନ ପିନ୍ଧିଥିଲେ। ଯାହା ସିଲଭର ଏବଂ ହ୍ବାଇଟ ରଙ୍ଗର ଥିଲା। ଶୁକ୍ରବାର କାନ୍ସର ରେଡ କାର୍ପେଟରେ ଆସିଥିବା ଅନୁଷ୍କାଙ୍କ ଅନେକ ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା। ହେଲେ ଏହି ଇଭେଣ୍ଟ ପରେ ପାର୍ଟିରେ ଯୋଗ ଦେଇଥିବା ଅନୁଷ୍କାଙ୍କ ଲୁକକୁ ଦେଖି ୟୁଜର୍ସ କନଫ୍ୟୁଜ ହୋଇଛନ୍ତି। ବାସ୍ତବରେ ଅନୁଷ୍କା ଏକ ଲ୍ୟାମ୍ପଶେଡ ଆଉଟଫିଟରେ ପାର୍ଟିରେ ପହଞ୍ଚିଥିଲେ। ଏହାର ଗୋଲାପି ଟପ ଠିକ ଲ୍ୟାମ୍ପ ପରି ଦେଖାଯାଉଥିଲା । ଏହାପରେ ଅନୁଷ୍କାଙ୍କୁ ସୋସିଆଲ ମିଡିଆରେ ଲ୍ୟାମ୍ପ ସହିତ ତୁଳନା କରାଯାଉଛି।
ଅନୁଷ୍କା ଶର୍ମା କାନ୍ସ ରେଡ କାର୍ପେଟରେ ନିଜର ଉପସ୍ଥିତି ଦେଖାଇବା ପରେ ରାତିରେ ପାର୍ଟିରେ ଯୋଗ ଦେଇଥିଲେ। ଯେଉଁଥିରେ ସେ ଗୋଲାପି ରଙ୍ଗର ଟପ ପିନ୍ଧିଥିଲେ । ଯେଉଁଥିରେ ପଛ ପାର୍ଶ୍ୱରେ ଏକ ଲମ୍ବା ପରୀ ଲାଞ୍ଜ ମଧ୍ୟ ଥିଲା। ଏହା ସହିତ ଅନୁଷ୍କା କଳା ବଟମ ଏବଂ ସମାନ ରଙ୍ଗର ହିଲ ପେୟାର କରିଥିଲେ। ତାଙ୍କର ପିଙ୍କ ସର୍ଟନ ଟପ ଅଫ ସୋଲଡର ଥିଲା। ଏହା ସହିତ, ଅଭିନେତ୍ରୀ ଲୋ ପନିଟେଲ ଏବଂ ମିନିମଲ ମେକଅପ ସହିତ ନିଜର ଲୁକ କମ୍ପ୍ଲ୍ଲିଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?