୯ ମାସର ଝିଅକୁ ଦେଇଥିଲେ ବଳାତ୍କାର ଧମକ; ଜାଣିବା ପରେ ଅନୁଷ୍କା…

ବମ୍ବେ: ଭାରତୀୟ କ୍ରିକେଟର ମହମ୍ମଦ ଶାମୀଙ୍କୁ ସମର୍ଥନ କରିବାକୁ ନେଇ ଟ୍ରୋଲ ହୋଇଥିଲେ ଅଧିନାୟକ ବିରାଟ କୋହଲି। ଏପରିକି ତାଙ୍କର ୯ ମାସର ଝିଅ ଭାମିକାଙ୍କୁ କିଛି ଲୋକ ରାଗିଯାଇ ବଳାତ୍କାରର ଧମକ ଦେଇଥିଲେ। ଏପରି ଘଟଣାକୁ ନେଇ ଅନୁଷ୍କା ଭାଙ୍ଗି ପଡ଼ିଛନ୍ତି। ମା’ ଭାବେ ତାଙ୍କ ଝିଅକୁ ଏଭଳି କଥା ତାଙ୍କୁ ଆଘାତ ଦେଇଛି। ଅଭିଯୁକ୍ତ ଉପରେ ସେ ବହୁତ ରାଗି ମଧ୍ୟ ଯାଇଛନ୍ତନ୍ତି। ସୋସିଆଲ ମିଡିଆଠାରୁ ସେ ଦୂରରେ ରହିବାକୁ ଶ୍ରେୟସ୍କର ବୋଲି ଭାବୁଛନ୍ତି। ଉତ୍ସବର ସମୟ ହୋଇଥିବାରୁ ସେ ଏବଂ ତାଙ୍କ ପରିବାର ସବୁ ପ୍ରକାର ନକରାତ୍ମକତାଠାରୁ ଦୂରେଇ ରହୁ ବୋଲି ସେ ଚେଷ୍ଟା କରୁଥିବା କୁହାଯାଉଛି।

କହିରଖୁଛୁ, ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ପ୍ରାରମ୍ଭରୁ ଭାରତୀୟ ଖେଳାଳିମାନେ ନୈରାଶଜନକ ପ୍ରଦର୍ଶନ କରିଥିଲେ। ପାକିସ୍ତାନ ବିପକ୍ଷରେ ଦଳ ଭଲ ଖେଳି ନ ଥିଲା। ବିଶେଷକରି ଏହି ମ୍ୟାଚ୍‌ରେ ଶାମିଙ୍କ ପ୍ରଦର୍ଶନ ପ୍ରଶଂସକଙ୍କୁ ଭଲ ଲାଗି ନ ଥିଲା। ଫଳରେ ତାଙ୍କୁ ଟ୍ରୋଲିଂର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଲୋକମାନଙ୍କ ଅଭଦ୍ର ଟିପ୍ପଣୀ ଦେଖି କୋହଲି ଆଗକୁ ଆସି ଶାମିଙ୍କ ପ୍ରତି ସମର୍ଥନ ଜଣାଇଥିଲେ। ଏହାପରେ କୋହଲି ଏବଂ ତାଙ୍କ ଝିଅଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ ଟ୍ରୋଲର୍ସ। ଅନ୍‌ଲାଇନ୍‌ରେ ବଳାତ୍କାର ଭଳି ଘୃଣ୍ୟ ଧମକ ଦେବା ଖବର ସାମ୍ନାକୁ ଆସିବା ଲୋକେ ପ୍ରତିକ୍ରିୟା ରଖିଥିଲେ। ଘଟଣାକୁ ଦେଇ ଦିଲ୍ଲୀ ମହିଳା ଆୟୋଗ ପକ୍ଷରୁ ଦିଲ୍ଲୀ ପୋଲିସକୁ ନୋଟିସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri