Posted inଖେଳ

ଗର୍ଜିଲା ବ୍ୟାଟ୍‌: କୋହଲିଙ୍କ ଅର୍ଦ୍ଧଶତକ ପରେ ଖୁସିରେ ନାଚିଲେ ଅନୁଷ୍କା

ମୁମ୍ବାଇ,୩୦।୪: ଫର୍ମକୁ ଫେରିଲେ ପୂର୍ବତନ ଅଧିନାୟକ ବିରାଟ କୋହଲି। ଦୀର୍ଘଦିନର ଅପେକ୍ଷା ପରେ ରନ୍‌ ମେଶିନଙ୍କ ପ୍ରଦର୍ଶନ ଦେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ସ୍ତ୍ରୀ ଅନୁଷ୍କା ଶର୍ମା ଖୁସିରେ ନାଚିବାକୁ ଲାଗିଥିଲେ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି।

ଗୁଜରାଟ ଟାଇଟନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ଏହି ମୁକାବିଲା ଖେଳାଯାଉଛି। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ ଲାଗି ବାଙ୍ଗାଲୋରକୁ ସୁଯୋଗ ମିଳିଥିଲା। ଏଥିରେ ବିରାଟ ଅର୍ଦ୍ଧଶତକ କରିଛନ୍ତି। ଲଗାତାର ଭାବେ ପୂର୍ବ ମ୍ୟାଚ୍‌ରେ ସେ ରନ୍‌ କରିବାରେ ବିଫଳ ହେଉଥିବା ଯୋଗୁ ଅନୁଷ୍କା ଏହା ଦେଖି ଖୁସି ହୋଇଯାଇଛନ୍ତି। ଏପରିକି ଛିଡ଼ା ହୋଇ ତାଳି ବଜାଇଛନ୍ତି। ସୋସିଆଲ ମିଡିଆରେ ଏବେ ତାଙ୍କର ଅନେକ ଫଟୋ ଭାଇରାଲ ହେଉଛି।
ବିରାଟ ଏହି ଇନିଂସରେ ୫୮ ରନ୍‌ କରିଛନ୍ତି। ଏଥିରେ ୬ ଚୌକା ଏବଂ ୧ ଛକା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ ପ୍ରଶଂସକଙ୍କୁ ଜୋରଦାର୍‌ ଝଟକା: ବିନା ଦର୍ଶକରେ ଖେଳାଯିବ ଇଂଲଣ୍ଡ ବିପକ୍ଷ ବାକି ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୩: ଇତିମଧ୍ୟରେ ଭାରତ-ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଟି୨୦ ସିରିଜର ପ୍ରଥମ ୨ ମୁକାବିଲା ଶେଷ ହୋଇଛି। ଏହି ମ୍ୟାଚ୍‌ ଦେଖିବାକୁ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର...

ଶୋଏବଙ୍କ ପ୍ରଥମ ପତ୍ନୀ ବି ଥିଲେ ଭାରତୀୟ; ଛାଡ଼ପତ୍ର ନ ଦେଇ ସାନିଆଙ୍କୁ କରିଥିଲେ ବିବାହ…

ନୂଆଦିଲ୍ଲୀ: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଏବଂ ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କ ସମ୍ପର୍କରେ ଫାଟ। ୨୦୧୦ରେ ଶୋଏବଙ୍କୁ ବିବାହ କରିଥିଲେ ସାନିଆ। ଏବେ...

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି...

ଶୀଘ୍ର ଅଲିମ୍ପିକ୍ସ ଚାହୁଁଥିଲା ଟ୍ରାଇଥଲନ ପରିଷଦ

ଓ୍ବାଶିଂଟନ, ୩୧।୩(ଏପି)- ଗ୍ରୀଷ୍ମକାଳୀନ ଉତ୍ତାପକୁ ଏଡ଼ାଇବା ପାଇଁ ଆସନ୍ତା ବର୍ଷ ଅଲିମ୍ପିକ୍ସ ଶୀଘ୍ର ହେଉ ବୋଲି ଟ୍ରାଇଥଲନ ପରିଚାଳନା ପରିଷଦ ଚାହୁଁଥିଲା। ମାତ୍ର ଘୋଷିତ ନୂଆ...

ପ୍ରଥମ ଇଂଲଣ୍ଡ ବୋଲର ଭାବେ ଏହି କିର୍ତ୍ତୀମାନ ହାସଲ କଲେ ଡେଭିଡ୍‌ ଓ୍ବିଲି

ସାଉଥାମ୍ପଟନ୍‌, ୩୧।୭: ମହାମାରୀ କରୋନା ଭାଇରସ୍‌ ପରବର୍ତ୍ତୀ ପ୍ରଥମ ଦିନିକିଆ ସିରିଜ ଘରୋଇ ଇଂଲଣ୍ଡ ଓ ପଡ଼ୋଶୀ ଆୟର୍ଲାଣ୍ଡ ମଧ୍ୟରେ ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ...

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାର ୧୦ ବର୍ଷ ପରେ ବିବାହ ବନ୍ଧନରେ ଏହି ବ୍ୟାଡ୍‌ମିଣ୍ଟନ ତାରକା, ତାମିଲ ଅଭିନେତାଙ୍କ…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତର ଜଣେ ଶୀର୍ଷ ମାନ୍ୟତାପ୍ରାପ୍ତ ବ୍ୟାଡ୍‌ମିଣ୍ଟନ୍‌ ତାରକା ଜ୍ୱାଲା ଗୁଟ୍ଟା। ତାଙ୍କ କ୍ୟାରିୟରରେ ଭାରତ ପାଇଁ ଅନେକ ପଦକ...

ଅଗଷ୍ଟରେ ଜିମ୍ବାଓ୍ବେ ଗସ୍ତ କରିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୮ା୭ (ପି.ଟି.): ଅଗଷ୍ଟରେ ଭାରତୀୟ କ୍ରିକେଟ ଦଳ ଜିମ୍ବାଓ୍ବେ ଗସ୍ତରେ ଯିବ। ଏଥିଲାଗି ବିଧିବଦ୍ଧ ଭାବେ ଦିନ ଧାର୍ଯ୍ୟ କରାଯାଇ ନ ଥିଲେ ହେଁ...

Advertisement
Archives

Model This Week