ବିରାଟ୍‌ଙ୍କ ଏହି କାମ ଦେଖି ସହଜେ ବିଶ୍ୱାସ କରିପାରିଲେନି ଅନୁଷ୍କା: ଦେଖନ୍ତୁ ଭିଡିଓ

ପୁଣେ,୧୭।୪: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ଆରସିବି ଦିଲ୍ଲୀକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଆରସିବିର ପୂର୍ବତନ ଅଧିନାକୟକ ବିରାଟ କୋହଲି ଚମତ୍କାର ଫିଲ୍ଡିଂ କରିଥିଲେ। ଏହା ପରେ ବିରାଟ ଏକ ଚମତ୍କାର କ୍ୟାଚ ନେଇଥିଲେ। ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଏହି କ୍ୟାଚ୍‌କୁ ବିଶ୍ୱାସ କରିପାରି ନ ଥିଲେ।
ଆରସିବି ବୋଲର ମହମ୍ମଦ ସିରାଜ ୧୭ତମ ଓଭରରେ ବୋଲିଂ କରିବାକୁ ଆସିଥିଲେ। ତାଙ୍କର ପୁଲ୍‌ ଟସ୍‌ ବଲ୍‌ରେ ରିଷଭ ପନ୍ତ କଭର ଉପରେ ମାରିବାକୁ ଚାହୁଁଥିଲେ। ବିରାଟ କୋହଲି ଡେଇଁପଡି ଗୋଟିଏ ହାତରେ ଏକ ବଡ଼ କ୍ୟାଚ ନେଇଥିଲେ। ଏହି କ୍ୟାଚ୍‌ ଧରିବା କାରଣରୁ ପନ୍ତଙ୍କୁ ଆଉଟ୍‌ ହେବାକୁ ପଡିଥିଲା। ଏପରିକି ଅନୁଷ୍କା ଶର୍ମା ବିରାଟଙ୍କ କ୍ୟାଚ ଦେଖି ବିଶ୍ୱାସ କରିପାରିଲେ ନାହିଁ। କ୍ୟାଚ ଧରିବା ପରେ ବିରାଟ ଅନୁଷ୍କା ଆଡକୁ ମଧ୍ୟ ସୂଚାଇ ଦେଇଥିଲେ ଏବଂ ଅନୁଷ୍କା ବିରାଟଙ୍କ ଏହି କ୍ୟାଚ ଉପରେ ବହୁତ ଖୁସି ବ୍ୟକ୍ତ କରିଥିଲେ। ବିରାଟଙ୍କ ଏହି କ୍ୟାଚ ଯୋଗୁ ଆରସିବି ଦଳ ମ୍ୟାଚ ମ୍ୟାଚରେ ଅଧିକ ଶକ୍ତିଶାଳୀ ହୋଇଥିଲା।
ବିରାଟ କ୍ୟାଚ୍‌ ଧରିବା ପରେ ଅନୁଷ୍କାଙ୍କ ପ୍ରତିକ୍ରିୟା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବିରାଟଙ୍କ ଫିଲ୍ଡିଂ ବ୍ୟତୀତ ପ୍ରଶଂସକମାନେ ଅନୁଷ୍କାଙ୍କ ସହ ତାଙ୍କ କେମେଷ୍ଟ୍ରିକୁ ପ୍ରଶଂସା କରୁଛନ୍ତି।

https://twitter.com/GujjeliBharath/status/1515403184293904386


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri