ଅନୁଷ୍କାଙ୍କ ହାତଧରି କ୍ଲିନିକ୍‌ ନେଇ ଗଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ ଶୁଟିଂରେ ମଧ୍ୟ ବ୍ୟସ୍ତ ରହୁଛନ୍ତି। ଏହାସହ ସେ ଚେକ୍‌ଅପ୍‌ ପାଇଁ ମଧ୍ୟ କ୍ଲିନିକ୍‌ ଯାଉଛନ୍ତି। ନିକଟରେ ସ୍ବାମୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଅନୁଷ୍କାଙ୍କ ହାତଧରି ତାଙ୍କୁ କ୍ଲିନିକ୍‌ ନେଇଥିଲେ। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ଅନୁଷ୍କାଙ୍କ ହାତ ଧରି ତାଙ୍କୁ କାର୍‌ ପାଖରୁ କ୍ଲିନିକ୍‌ ନେବା ଦେଖାଯାଉଛି। କିଛିଦିନ ପୂର୍ବେ ମଧ୍ୟ ଉଭୟଙ୍କୁ କ୍ଲିନିକ୍‌ ଆଗରେ ଦେଖିବାକୁ ମିଳିଥିଲା। ଅନୁଷ୍କା ନିକଟରେ ଜିମ୍‌ରେ ବ୍ୟାମାୟାମ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ଅବଶିଷ୍ଟ ୨ ଟେଷ୍ଟ ଖେଳିବେନି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୧୦ା୮ (ପି.ଟି.)- ପାରିବାରିକ କାରଣ ଦର୍ଶାଇ ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟ...

ମେ ୩’ ପର୍ଯ୍ୟନ୍ତ କ୍ୟାମ୍ପ ବାତିଲ କଲା ସାଇ

ନୂଆଦିଲ୍ଳୀ, ୧୪।୪(ପି.ଟି.)- କରୋନା ଭାଇରସ ବିରୋଧରେ ଲଢେଇ ପାଇଁ ସାରା ଦେଶରେ ଚାଲିଥିବା ଲକ୍‌ଡାଉନ୍‌ର ସମୟସୀମାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୩ ତାରିଖ ପର୍ଯ୍ୟନ୍ତ...

ଆଶେସ ତୃତୀୟ ଟେଷ୍ଟ: ସ୍ମିଥ୍‌ଙ୍କ ଅନୁପସ୍ଥିତିରୁ ଫାଇଦା ଉଠାଇବ ଇଂଲଣ୍ଡ

ଲିଡ୍ସ,୨୨।୮(ଏଏଫ୍‌ପି)- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଆଶେସର ତୃତୀୟ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ...

ବଲିଉଡ୍‌ ଏଣ୍ଟ୍ରି ପାଇଁ ନିଜ ନାଁ ବଦଳାଇ ଦେଇଥିଲେ ମିନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦାମିନୀ ମିନାକ୍ଷୀ ଶେଷାଦ୍ରୀ ଆଜିବି ଦର୍ଶକଙ୍କ ମନରେ ବସାବାନ୍ଧି ରହିଛନ୍ତି। ଏହି ଅଭିନେତ୍ରୀ ୯୦ ଦଶକରେ ବଲିଉଡ୍‌ ଦୁନିଆରେ ଜଣେ ଆଗଧାଡିର ନାୟିକା...

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୧୭।୨: ଭାର ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତି ଅଷ୍ଟ୍ରେଲିଆ...

ଧୋନୀଙ୍କୁ ବିରାଟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଜଣେ ଅଧିନାୟକଭାବେ ମହେନ୍ଦ୍ର ସିଂ ଧୋନୀ ଏକଦା ବିରାଟ କୋହଲିଙ୍କ ପ୍ରତି ଦୃଢ଼ ସମର୍ଥନ ଜଣାଇଥିଲେ। ଏହାକୁ ବିରାଟ ଭୁଲନ୍ତେ ବା କିପରି।...

ଏଥର ରଜରେ..

ଚଳିତବର୍ଷ ରଜରେ ଦୁଇଟି ସିନେମା-‘ତୁ ମୋ ଲଭ୍‌ ଷ୍ଟୋରି-୨’ ଏବଂ ‘ଗୋଲମାଲ୍‌ ଲଭ୍‌’ ପରଦା ଉପରକୁ ଆସୁଛି। ଖାସ୍‌ କଥା ହେଲା ଏହି ଫିଲ୍ମଦ୍ୱୟ ଗୋଟିଏ...

ମଉଳିଲା ଟିମ୍‌ ଇଣ୍ଡିଆର ଡବ୍ଲୁଟିସି ଫାଇନାଲ ଖେଳିବା ଆଶା

ନୂଆଦିଲ୍ଲୀ,୫ା୦୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳା ଯାଇଥିବା ଟେଷ୍ଟ ସିରିଜ ସମାପ୍ତ ହେବା ପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବଲ ପ୍ରକାଶ...

Advertisement
Archives

Model This Week