ବିରାଟ-ଅନୁଷ୍କା ବିଜ୍ଞାପନରେ ଏକାଠି କାମ କରିବା ପାଇଁ ନେଇଥାନ୍ତି ଏତିକି ଟଙ୍କା

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ମଧ୍ୟ ହୋଇଥିଲା। ପ୍ରଶଂସକ ଏହି ଯୋଡିକୁ ‘ଭିରୁଷ୍କା’ ଡାକିଥାନ୍ତି। ତେବେ ଅନୁଷ୍କା ଏବଂ ବିରାଟଙ୍କ ମଧ୍ୟରେ ସାକ୍ଷାତ ୨୦୧୩ ମସିହାରେ ଏକ ଶାମ୍ପୁ ବିଜ୍ଞାପନର ଶୁଟିଂ ସେଟ୍‌ରୁ ହୋଇଥିଲା। ଇତିମଧ୍ୟରେ ଏହି ଯୋଡି ଅନେକ ବିଜ୍ଞାପନରେ ଏକାଠି କାମ କରିସାରିଛନ୍ତି। ମିନ୍ତ୍ରା ଠାରୁ ଆରମ୍ଭ କରି ମାନ୍ୟବର ପର୍ଯ୍ୟନ୍ତ ବିଜ୍ଞାପନରେ ଏହି ଯୋଡିକୁ ଏକତ୍ର ଦେଖିବାକୁ ମିଳିଛି। ତେବେ ଏହି ଯୋଡି ବିଜ୍ଞାପନରେ ଏକାଠି କାମ କରିବା ପାଇଁ ମୋଟା ଅଙ୍କର ଅର୍ଥରାଶି ଅର୍ଥାତ୍‌ ୧୦ କୋଟି ଟଙ୍କା ଡିମାଣ୍ଡ କରିଥାନ୍ତି। ମିନ୍ତ୍ରା ବିଜ୍ଞାପନରେ ଏକତ୍ର କାମ କରିବା ପାଇଁ ସେମାନେ ୧୦ କୋଟି ଟଙ୍କା ନେଇଥିଲେ। ତେବେ ୨୦୨୧ରେ ଅନୁଷ୍କା ଏବଂ ବିରାଟ ମା’ ବାପା ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନାଟୁ ନାଟୁ’ ଗୀତର ଲାଇଭ୍‌ ପରଫର୍ମାନ୍ସକୁ ଷ୍ଟାଣ୍ଡିଂ ଓବେଶନ୍‌

ମୁମ୍ବାଇ: ଆମେରିକାର ଲସ୍‌ଏଞ୍ଜେଲ୍‌ସର ଡଲ୍‌ବି ଥିଏଟରରେ ୯୫ତମ ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହ ଆରମ୍ଭ ହୋଇଯାଇଛି। ଏହି ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଭାରତ ଇତିହାସ ସୃଷ୍ଟି...

ପ୍ରଥମ ଟେଷ୍ଟ: ନସିମ୍‌ଙ୍କ ହ୍ୟାଟ୍ରିକ୍‌: ବାଂଲାଦେଶର ସଂଘର୍ଷ ଜାରି

ରାଓ୍ବଲପିଣ୍ଡି,୯।୨-ଏଠାରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଇନିଂସ ପରାଜୟ ଏଡାଇବାକୁ ବାଂଲାଦେଶ ସଂଘର୍ଷ ଜାରି ରଖିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ...

ମାସ୍କ ନ ପିନ୍ଧି ପୋଲିସ ସହ ଝଗଡ଼ା କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ରାଜକୋଟ, ୧୧।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ମାସ୍କ ପରିଧାନ ନ କରି ଗୁଜରାଟର ରାଜକୋଟ ସହରରେ ବୁଲୁଥିବାର...

ମ୍ୟାଚ୍‌ ମଝିରେ ରୋହିତ ଶର୍ମା ଆହତ, ହସ୍ପିଟାଲ୍‌ରେ ଭର୍ତ୍ତି

ଢାକା,୭।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଅଧିନାୟକ ରୋହିତ ଶର୍ମା ଗୁରୁତର ଆହତ ହୋଇଛନ୍ତି। ଫିଲ୍ଡିଂ ବେଳେ ତାଙ୍କ ବାମ ଆଙ୍ଗୁଠିରେ...

‘୬ ବର୍ଷ ହେବ ଏହି ମୁହୂର୍ତ୍ତକୁ କରିଥିଲି ଅପେକ୍ଷା’

ମୁମ୍ବାଇ,୪।୧: ମୁମ୍ବାଇରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି-୨୦ ରେ ଦ୍ରୁତ ବୋଲର ଶିବମ ମାଭି ଚମତ୍କାର ବୋଲିଂ କରିଥିଲେ। ସେ ଚାରି...

ଦୋଛକିରେ ପଡିଛନ୍ତି ତାରା

ନବାଗତା ତାରା ସୁଟାରିଆ ଏବେ ଦୋଛକିରେ ପଡିଯାଇଛନ୍ତି। କାରଣ ତାଙ୍କୁ ମିଳିଥିବା ଏକ ନୂଆ ଅଫର ତାଙ୍କର ଟେନ୍‌ସନ୍‌କୁ ବଢ଼ାଇ ଦେଇଛି। କାରଣ ଏଥିରେ ତାଙ୍କୁ...

ଦୋହା ଟ୍ରେନିଂ : ଓଡ଼ିଶା ଏଫ୍‌ସି ଯୁବ ଫୁଟବଲରଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିଛି

ଭୁବନେଶ୍ୱର,୩।୩(ପି.ଟି.)- କାତାର ରାଜଧାନୀ ଦୋହାରେ ଟ୍ରେନିଂ ନେଇ ଫେରିଛନ୍ତି ଓଡ଼ିଶା ଏଫସି୍‌ର ଜୁନିୟର ଫୁଟବଲର। ଦେବେନ ସାହନୀ, ରେଉବେନ ଲେଟଖୋଟିନ୍‌ଚନ, ସିଭିଏଲ୍‌ ରେମଟଲୁଆଙ୍ଗା ଓ ଏସ୍‌....

ନଂ ୧ ସ୍ଥାନକୁ ଫେରିଲେ ନାଡାଲ

ପ୍ୟାରିସ୍‌,୫।୧୧ – ସ୍ପେନ୍‌ ଅଭିଜ୍ଞ ଟେନିସ ଖେଳାଳି ରାଫାଲ ନାଡାଲ ଦୀର୍ଘ ଏକ ବର୍ଷ ପରେ ଏଟିପି ର଼୍ୟାଙ୍କିଙ୍ଗ୍‌ର ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ପ୍ୟାରିସ...

Advertisement
Archives

Model This Week