ଅନୁଷ୍କା-ବିରାଟଙ୍କ ବିବାହ ବାର୍ଷିକୀ ଉପହାର ହେଉଛି ଭାଇରାଲ, ଦାମ୍‌ ଜାଣିଲେ…

ନିକଟରେ କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ସେମାନଙ୍କର ଷଷ୍ଠ ବିବାହ ବାର୍ଷିକୀ ପାଳନ କରିଛନ୍ତି। ସେ ଏହି ସ୍ବତନ୍ତ୍ର ଦିନର ବିଶେଷ ଉପହାର ଫଟୋ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଅନୁଷ୍କା ଏବଂ ବିରାଟଙ୍କ ବାର୍ଷିକ ଉତ୍ସବରେ ଏହି ସେଲିବ୍ରିଟି ଦମ୍ପତିଙ୍କ ବ୍ୟତୀତ ଆଉ ଏକ କଥା ଅଛି ଯାହା ଚର୍ଚ୍ଚାର ବିଷୟ ପାଲଟିଛି। ଯେତେବେଳେ ବିରାଟ ଇନ୍‌ଷ୍ଟାଗ୍ରାମ୍‌ରେ ବିବାହ ବାର୍ଷିକୀ ଫଟୋ ଶେୟାର କରିଥିଲେ, ସେତେବେଳେ ଲୋକମାନେ ଉଭୟଙ୍କୁ ଅଭିନନ୍ଦନ ଜଣାଇବା ସହିତ ଆଉ ଗୋଟିଏ କଥା ଲକ୍ଷ୍ୟ କରିଛନ୍ତି। କିଛିଦିନ ପୂର୍ବରୁ ପୋଷ୍ଟ ହୋଇଥିବା ଏହି ଫଟୋକୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୮୭ ଲକ୍ଷ ପସନ୍ଦ କରିଥିବା ବେଳେ ବିରାଟଙ୍କ ଏକ ଘଣ୍ଟା ମଧ୍ୟ ଚର୍ଚ୍ଚାରେ ରହିଛି। ବାସ୍ତବରେ ବିରାଟ ଫଟୋରେ ପିନ୍ଧିଥିବା ହାତଘଣ୍ଟା ହେଉଛି କସମୋଗ୍ରାଫ ଡେଟୋନା ରୋଲେକ୍ସ ।

ଏକ ଫଟୋରେ ଅନୁଷ୍କା ବିରାଟିଙ୍କୁ ପଛରୁ ଆଲିଙ୍ଗନ କରୁଛନ୍ତ। ଉଭୟ ସୁନ୍ଦର ହସ ହସୁଛନ୍ତି। ବିରାଟ ଗାଢ଼ ବାଦାମୀ ଡେନିମ ଏବଂ ଧଳା ଜୋତା ସହିତ କଳା ଶର୍ଟ ପିନ୍ଧିଛନ୍ତି। ସେ ତାଙ୍କ ହାତରେ ଏକ ରୋଲେକ୍ସ ଘଣ୍ଟା ପିନ୍ଧିଛନ୍ତି। ଯେଉଁଥିରେ ୧୮ କ୍ୟାରେଟ ଗୋଲ୍ଡ ରହିଛି। ଏହି ଘଣ୍ଟାର ମୂଲ୍ୟ ହେଉଛି ୩୩ ଲକ୍ଷ ୮୯ ହଜାର ୫୦୦ଟଙ୍କା। ସେହିପରି ଅନୁଷ୍କା ତାଙ୍କ ଆଙ୍ଗୁଠିରେ ଏକ ଚମତ୍କାର ହୀରା ମୁଦି ପିନ୍ଧିଥିବା ନଜର ଆସିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri