କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଡେବ୍ୟୁ କରିବେ ଅନୁଷ୍କା!

ମୁମ୍ବାଇ: ଆଜିକାଲି ଅନୁଷ୍କା ଶର୍ମା ଚର୍ଚ୍ଚାରେ ରହୁଛନ୍ତି। କେତେବେଳେ କ୍ରିକେଟର ସ୍ବାମୀ ବିରାଟଙ୍କ ସହ ଫଟୋ ଶେୟାର କରି ତ ଆଉ କେତେବେଳେ ଅନ୍ୟ କିଛି କାରଣକୁ ନେଇ। ଆଜିକାଲି ଅଭିନେତ୍ରୀ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଶୁଣିବାକୁ ମିଳୁଛି ଅନୁଷ୍କା କାନ୍ସ ଫିଲ୍ମ ଫେଷ୍ଟିଭାଲ ୨୦୨୩ରେ ଡେବ୍ୟୁ କରିବେ। ଏହି କାର୍ଯ୍ୟକ୍ରମରେ ଅନୁଷ୍କା ଯୋଗଦେବେ। ଯେଉଁଥିରେ ବିଶ୍ୱର ଅନେକ ମହିଳାଙ୍କୁ ସମ୍ମାନିତ କରାଯିବ।

ନିକଟରେ ଆଲିଆ ଭଟ୍ଟ ମେଟ୍‌ ଗାଲା୨୦୨୩ରେ ଡେବ୍ୟୁ କରିବା ବିଷୟରେ ଚର୍ଚ୍ଚା ହୋଇଥିଲା। ବର୍ତ୍ତମାନ ଅନୁଷ୍କାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଭାରତରେ ଫ୍ରାନ୍ସର ରାଷ୍ଟ୍ରଦୂତ ଇମାନୁଏଲ ଲେନେନ ବିରାଟ କୋହଲି ଏବଂ ଅନୁଷ୍କାଙ୍କ ସହ ଟୁଇଟରରେ ଏକ ଫଟୋ ଶେୟାର କରି ଅନୁଷ୍କା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଦେଖାଯିବେ। ଫ୍ରାନ୍ସ ରାଷ୍ଟ୍ରଦୂତ ଲେଖିଛନ୍ତି, ‘ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ଭେଟିବା ଏକ ଆନନ୍ଦଦାୟକ ଘଟଣା। ମୁଁ ଆଗାମୀ ଟୁର୍ନାମେଣ୍ଟ ପାଇଁ ବିରାଟ ଏବଂ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଉଛି ଏବଂ ଅନୁଷ୍କାଙ୍କ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବା ବିଷୟରେ ଆଲୋଚନା କରିଛି। ତେବେ ଏଥିରୁ ଜଣାପଡୁଛି ଯେ, ଅନୁଷ୍କା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri