ପୁଣି ପରଦାକୁ ଫେରିବେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ୨୦୨୨ରେ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅନୁଷ୍କା ପୁଣି ଫେରିବେ। ନିକଟରେ ଅନୁଷ୍କା ୩ ପ୍ରୋଜେକ୍ଟରେ ସାଇନ୍‌ କରିବାକୁ ଯାଉଛନ୍ତି। ସେଥିମଧ୍ୟରୁ ଦୁଇଟି ସିନେମା ହଲ୍‌ରେ ଏବଂ ଅନ୍ୟଟି ହେଉଛି ଓଟିଟି ପ୍ଲାର୍ଟଫର୍ମରେ ରିଲିଜ୍‌ ହେବା ନେଇ କୁହାଯାଉଛି। ଯାହା ଭାରତର ଯେକୌଣସି ଡିଜିଟାଲ ପ୍ଲାଟଫର୍ମ ପାଇଁ ଶୁଟ୍‌ ହୋଇଥିବା ସବୁଠୁ ବଡ ଫିଲ୍ମ ବୋଲି କୁହାଯାଉଛି । ଅନୁଷ୍କା ଶର୍ମାଙ୍କୁ ଶାହରୁଖ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ସହ ଫିଲ୍ମ ଜିରୋରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଗୁଜବକୁ ନେଇ ମୁହଁ ଖୋଲିଲେ ଆହାନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟିଙ୍କ ପୁଅ ଆହାନ ସେଟ୍ଟୀଙ୍କର ଫିଲ୍ମ ରିଲିଜ୍‌ ହୋଇଛି । ପ୍ରଥମ ଥର ପାଇଁ ସେ ବଲିଉଡ୍‌ରେ ଡେବ୍ୟୁ କରିଛନ୍ତି...

ବିରାଟ କୋହଲି ନୁହେଁ, ଗୁଗଲ ସର୍ଚ୍ଚ କହୁଛି ଏହି କ୍ରିକେଟରଙ୍କ ସ୍ତ୍ରୀ ହେଉଛନ୍ତି ଅନୁଷ୍କା ଶର୍ମା

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ଏସମୟରେ ସ୍ବାମୀଙ୍କ ସହ ସେ ୟୁଏଇରେ...

ଜୀବନର ପ୍ରଥମ କାର୍‌ର ଫଟୋ ଶେୟାର କଲେ ଧର୍ମେନ୍ଦ୍ର: ଏତିକି ଟଙ୍କାରେ କିଣିଥିଲେ

ବଲିଉଡ୍‌ର ହିମ୍ୟାନ୍‌ କୁହାଯାଉଥିବା ଧର୍ମେନ୍ଦ୍ର ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରଶଂସକମାନେ ତାଙ୍କ ପୋଷ୍ଟ ଦେଖିବାକୁ ପସନ୍ଦ କରନ୍ତି। ସେ ନିକଟରେ ଟୁଇଟରରେ ଏକ ଭିଡିଓ...

କାଲି ବିବାହ କରିବେ କରିସ୍ମା

ମୌନୀଙ୍କ ପରେ ଏବେ ଆଉ ଜଣେ ଟେଲି ଅଭିନେତ୍ରୀ ବିବାହ କରିବେ। ସେ କେହି ନୁହଁନ୍ତି ପ୍ରସିଦ୍ଧ ଅଭିନେତ୍ରୀ କରିସ୍ମା ତନ୍ନା। ଶନିବାର ସେ ବିବାହ...

ଆକ୍ରମଣ ପରେ ମୁହଁ ଖୋଲିଲେ ସୋନୁ ନିଗମ

ମୁମ୍ବାଇର ଚେମ୍ବୁରଠାରେ ସୋମବାର ରାତିରେ ଏକ ସଙ୍ଗୀତ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗାୟକ ସୋନୁ ନିଗମଙ୍କ ଉପରେ ଆକ୍ରମଣ ହୋଇଛି। ଉଦ୍ଧବ ଠାକ୍‌ରେ ଗୋଷ୍ଠୀର ଜଣେ ଶିବସେନା...

ଓଟିଟିରେ ଡେବ୍ୟୁ କରିବେ ସୁମ୍ବୁଲ

ବମ୍ବେ: ବିଗ୍‌ବସ୍‌ରୁ ଲୋକପ୍ରିୟତା ସାଉଁଟିବା ପରେ ହାତକୁ ଆସିଲା ବଡ଼ ପ୍ରୋଜେକ୍ଟ। ଖୁବ୍‌ଶୀଘ୍ର ଓଟିଟିରେ ଡେବ୍ୟୁ କରିବେ ବିଗ୍‌ବସ୍‌-୧୬ ପ୍ରତିଯୋଗୀ ତଥା ଅଭିନେତ୍ରୀ ସୁମ୍ବୁଲ ତୌକିର...

ଶାହିଦଙ୍କୁ ପ୍ରଥମେ ଦେଖି ଡରିଯାଇଥିଲେ ମୀରା

ବଲିଉଡ୍‌ ଅଭିନେତା ଶାହିଦ କପୁର ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ନିଜର ପରିଶ୍ରମ ଏବଂ ଦକ୍ଷତା ଆଧାରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।...

ଅଭିଷେକଙ୍କ ଫିଲ୍ମ ଦେଖିବାକୁ ମନାକଲେ ସ୍ତ୍ରୀ ଐଶ୍ୱର୍ଯ୍ୟା, ମା’ ଜୟା: ଜାଣନ୍ତୁ କାହିଁକି..

ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନଙ୍କ ଫିଲ୍ମ ‘ଦ ବିଗ୍‌ ବୁଲ’ ଓଟିଟି ପ୍ଲାଟଫର୍ମ, ଡିଗ୍ରୀ ହଟଷ୍ଟାରରେ ରିଲିଜ୍‌ ହୋଇଯାଇଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଅଭିଷେକ କହିଛନ୍ତି...

Advertisement
Archives

Model This Week