ବିରାଟଙ୍କ ସହ ଭାମିକାଙ୍କ ଫଟୋ ଶେୟାର କରି ଏଭଳି ଲେଖିଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା – ବିରାଟ କୋହଲି ଏକ କନ୍ୟା ସନ୍ତାନର ପିତା-ମାତା ହେବା ପରେ ବେଶ୍‌ ଖୁସିରେ ଅଛନ୍ତି। ନିକଟରେ ଅନୁଷ୍କା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଝିଅ ଭାମିକାଙ୍କ ସହିତ ବିରାଟଙ୍କର ଏକ ଫଟୋ ଶେୟାର କରିଛନ୍ତି। ଅନୁଷ୍କା ଶେୟାର କରିଥିବା ଏହି ଫଟୋରେ ଭାମିକା ଖେଳୁଥିବା ବେଳେ ବିରାଟ ତାଙ୍କୁ ଖେଳାଉଥିବା ନଜର ଆସୁଛନ୍ତି। ତେବେ ତାଙ୍କର ଏହି ଫଟୋକୁ ଫ୍ୟାନ୍ସ ବେଶ୍‌ ପସନ୍ଦ କରିବା ସହିତ ନିଜ ନିଜର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡ଼ିିଆରେ ଭାଇରାଲ ହେଉଛି।
‘ମୋର ପୂରା ହୃଦୟ ଗୋଟିଏ ଫ୍ରେମରେ’ ବୋଲି ସେ ଶେୟାର କରିଥିବା ଫଟୋରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିତାଙ୍କ ଫିଲ୍ମରେ କାମ କରିବେ ଜାହ୍ନବି

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଭାବେ ପ୍ରଥମେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶ୍ରୀଦେବୀଙ୍କ ଲଳନା ଜାହ୍ନବି କପୁର। ଏବେ ସେ ତାଙ୍କ ପିତା ବୋନି...

ସନ୍ନି ଅମିଶାଙ୍କ ସହ ଖୁବଶୀଘ୍ର ରିଲିଜ୍ ହେବ ‘ଗଦର’ର ସିକ୍ୱିଏଲ

ମୁମ୍ବାଇ: ସନ୍ନି ଦେଓଲ ଓ ଅମିଶା ପଟେଲ ୨୦ ବର୍ଷ କରେ ପୁଣିଥରେ ଗଦର: ଏକ ପ୍ରେମ କଥାର ସିକ୍ୱିଏଲ ନେଇ ବଡ ପରଦାକୁ ଖୁବଶୀଘ୍ର...

ଟାଇଗରଙ୍କ ଗୀତରେ ଭାଇରାଲ ହେଲା ଦିଶାଙ୍କ ଡ୍ୟାନ୍ସ ଭିଡିଓ

ମୁମ୍ବାଇ: ବଲିଉଡ୍ ନାୟିକା ଦିଶା ପାଟନିଙ୍କ ଏକ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ ଟାଇଗର ଶ୍ରଫଙ୍କ...

ପରିଣତ ବୟସରେ ମା’ଙ୍କ ସହ ଝୁମିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ଅନୁପମ ଖେର ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହିଥାନ୍ତି। ସେ ମା’ ଦୁଲାରୀଙ୍କ ଅତି ନିକଟତର ହୋଇଥିବା ବେଳେ ଅନୁପମ...

ଦୀପିକାଙ୍କ ଫିଲ୍ମରେ ରାନୁ ମଣ୍ଡଳ ଗାଇବେ ଗୀତ, ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଦେଲେ ଏଭଳି ବାର୍ତ୍ତା

ବମ୍ବେ: ଦୀର୍ଘଦିନର ବିରତି ପରେ ଫେରୁଛନ୍ତି ସୋସିଆଲ ମିଡ଼ିଆ ସେନ୍‌ସେଶନ ରାନୁ ମଣ୍ଡଳ। ସେ ଅଭିନେତ୍ରୀ ଦିପିକା ଚିଖଲିୟାଙ୍କ ଫିଲ୍ମ ‘ସରୋଜିନୀ’ର ସମସ୍ତ ଗୀତରେ କଣ୍ଠଦାନ...

ଭିନ୍ନ ଲୁକ୍‌ରେ ଆମିର

ମୁମ୍ବାଇ: ବଲିଉଡ୍‌ ନାୟକ ଆମିର ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରେ ଆଉ ନଜର ଆସୁ ନାହାନ୍ତି। ହେଲେ ବଲିଉଡର ଏହି ମିଷ୍ଟର ପରଫେକ୍ସନିଷ୍ଟ...

ସଲମାନ୍‌ ମାମଲା କଲେ, ହେଲେ ମୁଁ ସିଧା ଚାପୁଡ଼ା ମାରିବି: ମିକା

ବମ୍ବେ: ଅଭିନେତା ତଥା ସ୍ବଘୋଷିତ ଫିଲ୍ମ ସମୀକ୍ଷକ କମାଲ ରଶିଦ ଖାନ୍‌(କେଆର୍‌କେ) ବିବାଦକୁ ନେଇ ଏବେ ଚର୍ଚ୍ଚାରେ। ସଲମାନ୍‌ ଖାନ୍‌ ତାଙ୍କ ଉପରେ ମାନହାନି ମାମଲା...

ଏକଦା ଦିଲ୍ଲୀରେ ମାଡ଼ ଖାଇଥିଲେ ଶାହାରୁଖ: ସ୍ତ୍ରୀ ଗୌରୀଙ୍କୁ ଆଜି ବି କୁହନ୍ତି ଭାଉଜ, କାରଣ ଜାଣିଲେ..

ବମ୍ବେ: ସଂଘର୍ଷର ଅନ୍ୟନାମ ସଫଳତା। ଜୀବନରେ ଯିଏ ସଂଘର୍ଷ କରିଛି ସେ ଦିନେ ନା ଦିନେ ସଫଳତାର ସ୍ବାଦ ଚାଖିଛି। ସେଭଳି ଜଣେ ବଲିଉଡ ସୁପରଷ୍ଟାର...

Advertisement


Archives

Model This Week