ଚର୍ଚ୍ଚାରେ ଅନୁଷ୍କାଙ୍କ ମହଙ୍ଗା କୋ-ଅର୍ଡ ସେଟ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ଫ୍ଲାଇଙ୍ଗ କିସ ଦେଉଥିବାର ନଜର ଆସିଛନ୍ତି। ଭିଡିଓରେ ଅନୁଷ୍କା ଏକ ଟ୍ରେଣ୍ଡି କୋ-ଅର୍ଡ ସେଟ ପିନ୍ଧିଥିବାର ନଜର ଆସିଛନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଅଭିନେତ୍ରୀଙ୍କ ଏହି ପୋଷାକ ବହୁତ ମହଙ୍ଗା। ଏହାର ମୂଲ୍ୟ ଶୁଣି ଆପଣ ଆଶ୍ଚର୍ଯ୍ୟ ବି ହୋଇଯିବେ।
ଅନୁଷ୍କା ଶର୍ମାଙ୍କ ଏହି ଭାଇରାଲ ଭିଡିଓ ୱାନଖେଡେ ଷ୍ଟାଡିୟମର। ଯେଉଁଠାରେ ବୁଧବାର ଭାରତ ବନାମ ନ୍ୟୁଜିଲ୍ୟାଣ୍ଡ ମ୍ୟାଚ ଅନୁଷ୍ଠିତ ହୋଇଥିଲା ଯଥା ୧୫ନଭେମ୍ବରରେ ଏବଂ ଭାରତ ଏହି ମ୍ୟାଚରେ ଚମତ୍କାର ବିଜୟ ହାସଲ କରିଥିଲା। ଏହି ମ୍ୟାଚରେ ବିରାଟ କୋହଲି ଏକ ଦିବସୀୟ କ୍ରିକେଟରେ ନିଜର ୫୦ ତମ ଶତକ ହାସଲ କରିଥିଲେ। ତାଙ୍କ ସ୍ବାମୀଙ୍କ ଶତକ ପରେ ଅନୁଷ୍କା ଶର୍ମା ଖୋଲା ଖୋଲି ନାଚୁଥିବାର ନଜର ଆସିଥିଲେ। ସେ ବିରାଟଙ୍କୁ ଏକ ଫ୍ଲାଇଙ୍ଗ କିସ୍‌ ମଧ୍ୟ ଦେଇଥିଲେ। ବୁଧବାରଠାରୁ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଭିଡିଓରେ ଅନୁଷ୍କା ଶର୍ମା ଏକ ଫ୍ଲୋରାଲ ହଳଦିଆ ରଙ୍ଗର କୋ-ଅର୍ଡ ସେଟ ପିନ୍ଧି ବହୁତ ସୁନ୍ଦର ଦେଖାଯାଉଛନ୍ତି। ଅଭିନେତ୍ରୀ ଖୋଲା କେଶ ଏବଂ ସେଟଲ ମେକଅପ ସହିତ ନିଜର ଷ୍ଟାଇଲିସ ଲୁକ କମ୍ପ୍ଲିଟ କରିଛନ୍ତି। ତେବେ ଅନୁଷ୍କା ଯେଉଁ କୋ-ଅର୍ଡ ସେଟଟି ପିନ୍ଧିଛନ୍ତି ତା’ର ମୂଲ୍ୟ ୨୭,୫୦୦ଟଙ୍କା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri