ବେବି ବମ୍ପ ସହିତ ଭାଇରାଲ୍‌ ହେଉଛି ଅନୁଷ୍କାଙ୍କ ଫଟୋ: ପ୍ରଶଂସକ ଲେଖିଲେ ଏମିତି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବର୍ତ୍ତମାନ ସେ ତାଙ୍କ ଗର୍ଭଧାରଣ ସମୟକୁ ଉପଭୋଗ କରୁଛନ୍ତି। ବେବି ବମ୍ପ ସହିତ ତାଙ୍କର ଫଟୋ ଭାଇରାଲ ହେଉଛି। ଏହି ଫଟୋକୁ ତାଙ୍କ ପ୍ରଶଂସକ ବହୁତ ପସନ୍ଦ କରିଛନ୍ତି। ଏହି ସମୟରେ ଅନୁଷ୍କାଙ୍କର ଆଉ ଏକ ଫଟେ ଦେଖିବାକୁ ମିଳୁଛି, ଯେଉଁଥିରେ ତାଙ୍କର ଗର୍ଭଧାରଣର ଗ୍ଲୋ ମୁହଁରେ ଦେଖିବାକୁ ମିଳୁଛି।

ଫଟୋରେ ସେ ଏକ ପିଚ୍‌ କଲରର ଡ୍ରେସ୍‌ ପିନ୍ଧିଥିବା ନଜର ଆସିଛନ୍ତି। ଖୋଲା କେଶ ଏବଂ ଲାଲ ଲିପ୍‌ଷ୍ଟିକରେ ତାଙ୍କ ଏହି ଲୁକ୍‌କୁ ଫ୍ୟନ୍‌ମାନେ ପ୍ରଶଂସା କରିବାରେ ଲାଗିଛନ୍ତି। ତାଙ୍କର ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଏହା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର ହୋଇଛି। କ୍ୟାପଶନରେ ସେ ‘ହାଏ’ ଲେଖିଛନ୍ତି। ଏଥିରେ ଜଣେ ୟୁଜର ମନ୍ତବ୍ୟ ଦେଇ ଲେଖିଛନ୍ତି, ‘ତୁମର ଫଟୋ ମୋର ଦିନ ଆରମ୍ଭ କରେ’। ସେହିପରି ଅନ୍ୟ ଜଣେ ଲେଖିଛନ୍ତି, ‘ମୁଁ ତୁମକୁ ବହୁତ ଭଲ ପାଏ’।

 

https://www.instagram.com/p/CH69uJ1FHdV/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?