କନଫର୍ମ ହେଲା ଅନୁଷ୍କାଙ୍କ ପ୍ରେଗ୍ନେସି!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କର ଦ୍ୱିତୀୟ ଗର୍ଭଧାରଣକୁ ନେଇ କିଛି ଦିନ ହେବ ଚର୍ଚ୍ଚାରେ ରହୁଛନ୍ତି। ଏହି ଖବର ମଧ୍ୟରେ ଅନୁଷ୍କା ମଧ୍ୟ ଲାଇମଲାଇଟ ଠାରୁ ଦୂରେଇ ରହୁଥିବା ନଜର ଆସୁଛି। ନିକଟରେ ତାଙ୍କୁ ବାଙ୍ଗାଲୋରରେ ସ୍ବାମୀ ବିରାଟ କୋହଲିଙ୍କ ସହ ଦେଖିବାକୁ ମିଳିଥିଲା। ଏହି ସମୟରେ ଲୋକଙ୍କ ଆଖି ଅଭିନେତ୍ରୀଙ୍କ ବେବି ବମ୍ପ ଉପରେ ପଡିଥିଲା।

ସୂଚନାଯୋଗ୍ୟ, ଅନୁଷ୍କା ଶର୍ମା ତାଙ୍କ କ୍ରିକେଟର ସ୍ବାମୀ ବିରାଟ କୋହଲିଙ୍କୁ ଚିୟର-ଅପ କରିବା ପାଇଁ ବେଙ୍ଗାଲୁରୁ ଯାଇଛନ୍ତି। ଦୀପାବଳୀ ଅର୍ଥାତ୍‌ ୧୨ ନଭେମ୍ବରରେ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ନେଦରଲ୍ୟାଣ୍ଡ ସହିତ ଭାରତୀୟ କ୍ରିକେଟ ଦଳର ଏକ ବିଶ୍ୱକପ ମ୍ୟାଚ ରହିଛି। ମ୍ୟାଚ ପୂର୍ବରୁ ଏହି ଦମ୍ପତି ଏକାଠି ବୁଲୁଥିବାର ନଜର ଆସିଥିଲେ, ଯାହା ପରେ ସେମାନଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଏହି ଦମ୍ପତି ହାତ ଧରି ଚାଲୁଥିବାର ନଜର ଆସିଥିଲେ
ନିକଟରେ ଏମାନେ ବେଙ୍ଗାଲୁରୁର ଏକ ହୋଟେଲରେ ଏକାଠି ନଜର ଆସିଥିଲେ। ଏହି ସମୟରେ ଅଭିନେତ୍ରୀଙ୍କ ବେବି ବମ୍ପ ଉପରେ ସମସ୍ତଙ୍କ ଆଖି ପଡିଯାଇଥିଲା। ଭିଡିଓର କିଛି ସେକେଣ୍ଡରେ ଲୋକମାନେ ଏହାକୁ ଲକ୍ଷ୍ୟ କରିଥିଲେ। ସେ ପିନ୍ଧିଥିବା ସର୍ଟ ଡ୍ରେସରେ ଏହା ସ୍ପଷ୍ଟ ବାରି ହୋଇ ପଡୁଥିଲା ବୋଲି ଆଲୋଚନା ହେଉଛି।
ଇନଷ୍ଟାଣ୍ଟ ବଲିଉଡ ଦ୍ୱାରା ଏହି ଭିଡିଓ ଶେୟାର କରାଯାଇଥିବା ବେଳେ କ୍ୟାପସନରେ ଲେଖାଯାଇଛି, ଖୁବଶୀଘ୍ର ଖୁସି ଖବର ଆସିବ। ଆମେ ବିରୁଷ୍କାଙ୍କ ପରିବାରରେ ନୂଆ ସଦସ୍ୟଙ୍କୁ ସ୍ବାଗତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri