ଧୋନୀଙ୍କ ପାଇଁ ଚାକିରି କରିଥିଲେ ଏହି ପ୍ରସିଦ୍ଧ ଅଭିନେତା

ଭାରତର ଭେଟେରାନ କ୍ରିକେଟର ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବଲିଉଡ ଅଭିନେତା ରଣବୀର ସିଂ ଏକ ବଡ଼ ଖୁଲାସା କରିଛନ୍ତି। ସେ ଧୋନିଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତର ସ୍ମୃତି ବାଣ୍ଟିଛନ୍ତି। ସେ କହିଛନ୍ତି ଯେ ଏମଏସ ଧୋନୀ କାରଣରୁ ତାଙ୍କୁ ଚାକିରି କରିବାକୁ ପଡିଥିଲା। ଧୋନୀଙ୍କ ସହ ରଣବୀର ତାଙ୍କର ୩ଟି ଚିତ୍ର ଶେୟାର କରିଥିଲେ। ସେ ପ୍ରଥମ ଚିତ୍ର ବିଷୟରେ ଲେଖିଥିଲେ ଯେ ଏହା ମୋର ସବୁଠାରୁ ମୂଲ୍ୟବାନ ସମ୍ପତ୍ତି। ଏହା ପ୍ରାୟ ୨୦୦୭-୨୦୦୮ ବର୍ଷର ଅଟେ ଏବଂ ଏହି ଫଟୋଟି ଏନଡି ଷ୍ଟୁଡିଓରେ ନିଆଯାଇଥିଲା। ସେହି ସମୟରେ ମୋର ବୟସ ପ୍ରାୟ୨୨ ବର୍ଷ ଥିଲା ଏବଂ ସେଠାରେ ସହକାରୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲି। ମୁଁ କେବଳ ଏହି କାମ କରିଥିଲି କାରଣ ବିଜ୍ଞାପନରେ ଏମଏସ ଧୋନୀ ଅଭିନୟ କରୁଥିଲେ।
ରଣବୀର ଲେଖିଛନ୍ତି ଯେ, ସେ ସମୟରେ ମୁଁ କମ ଟଙ୍କା ପାଇଁ ଅଧିକ କାମ କରୁଥିଲି। କିନ୍ତୁ ମୁଁ ଏଥିପାଇଁ ଚିନ୍ତିତ ନ ଥିଲି। ସେହି ସମୟରେ ଏହା ମଧ୍ୟ ଆହତ ଥିଲି। ଯନ୍ତ୍ରଣା ସତ୍ତ୍ୱେ କାମ କରିଥିଲି। କେବଳ ଏଥିପାଇଁ ମୋର ସଚ୍ଚୋଟ ଉଦ୍ୟମର ପୁରସ୍କାର ସ୍ବରୂପ ମୁଁ ଧୋନୀଙ୍କ ସହ ଫଟୋ ଉଠାଇ ତାଙ୍କୁ ଭେଟିବାର ସୁଯୋଗ ପାଇବି। ରଣବୀର ଆହୁରି ଲେଖିଛନ୍ତି ଯେ ଯେତେବେଳେ ମୁଁ ତାଙ୍କୁ ଭେଟିଲି ସେତେବେଳେ ମୁଁ ସମ୍ପୂର୍ଣ୍ଣ ଚକିତ ହୋଇଗଲି। ସେ ବହୁତ ଭଦ୍ର ଥିଲେ। ଏହି ବୈଠକ ପରେ ଧୋନୀଙ୍କ ପ୍ରତି ସମ୍ମାନ ଆହୁରି ବଢିଗଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri