ଛାତ୍ରୀଛାତ୍ରଙ୍କ ମନରେ ଉତ୍କଣ୍ଠା

ଆରଡ଼ି, ୨୯ ।୪ (ଡି.ଏନ.ଏ.) ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏଥର ନିଜ ବିଦ୍ୟାଳୟ କିମ୍ବା ପାଖ ସ୍କୁଲରେ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କରୋନାରେ ପ୍ରଭାବିତ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ବି ଯେହେତୁ ବର୍ଷାଧିକ ସମୟ ସ୍କୁଲ ବନ୍ଦ ଥିଲା, ଏଣୁ ଅଭିଭାବକମାନେ ଚିନ୍ତାବ୍ୟକ୍ତ କରିଛନ୍ତି। ଭଦ୍ରକ ଜିଲା ଧାମନଗର ଓ ଚାନ୍ଦବାଲି ବ୍ଲକ ଅଞ୍ଚଳରେ ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରଙ୍କ ମନରେ ଉତ୍କଣ୍ଠା ରହିଛି। ଚଳିତବର୍ଷ ଧାମନଗର ବ୍ଲକର ମୂରଲୀଧର ନୋଡାଲ ହାଇସ୍କୁଲକୁ ନୋଡାଲ ସେଣ୍ଟର କରାଯାଇଛି। ଏହି ସେଣ୍ଟର ଅଧୀନ ଧାମନଗର ବ୍ଲକର ୧୦ ଓ ଚାନ୍ଦବାଲି ବ୍ଲକର ୨ପରୀକ୍ଷା କେନ୍ଦ୍ରରେ ମୋଟ ୨,୨୫୨ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଠାରେ କଡ଼ା ସୁରକ୍ଷାରେ ପ୍ରଶ୍ନପତ୍ର ରଖାଯାଇଛି। ପରୀକ୍ଷା ପୂର୍ବରୁ ସମସ୍ତ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚାଇବା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri