Posted inଜାତୀୟ

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି। ସିନ୍ଧୁଦୁର୍ଗରେ ବିରୋଧୀ ନେତାମାନଙ୍କ ରାଲି ପୂର୍ବରୁ ଭାଜପାର ରତ୍ନଗିରି-ସିନ୍ଧୁଦୁର୍ଗ ପ୍ରାର୍ଥୀ ଏଭଳି ଧମକ ଦେଇ ବିବାଦ ଘେରକୁ ଆସିଛନ୍ତି। ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେ ଏବଂ ଦଳୀୟ ଏମ୍‌ପି ସଞ୍ଜୟ ରାଉତ କ’ଣ କହୁଛନ୍ତି, ତାହା ବୁଝି ନ ପାରି ମୋଦିଙ୍କୁ ସମାଲୋଚନା କରୁଛନ୍ତି। ସୂଚନାଯୋଗ୍ୟ, ଉଦ୍ଧବଙ୍କ ସହ ମତଭେଦରୁ ରାଣେ ଶିବସେନା ଛାଡ଼ି ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

ସୁଯୋଗ ମିଳିବା ମାତ୍ରେ ନିଜ ସହଯୋଗୀଙ୍କ ପଛରେ ଛୁରି ମାରନ୍ତି, ଜାଣନ୍ତୁ କାହାକୁ ଏମିତି କହିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁରେ ଏକ ବିଶାଳ ବିଜୟ ରାଲିରେ ଯୋଗ ଦେଇଥିଲେ। ମୋଦି ସେଠାରେ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ତାତ୍ସଲ୍ୟ କରିଛନ୍ତି।…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଦମଦାର ଅଫର ଦେଲେ ମୋଦି, ମୋ ସହିତ ଯୋଗଦେବା….

ନୂଆଦିଲ୍ଲୀ,୧୦।୫: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ମଧ୍ୟରେ ଏକ ଆକର୍ଷଣୀୟ ମତବିନିମୟ ହୋଇଥିଲା। ଏକ କାର୍ଯ୍ୟକ୍ରମରେ, ‘ଗୁଜରାଟ ମଡେଲ’ ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri