Odisha Elections 2024

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା କରିବା ସହ ନାରାବାଜି କରିଥିଲେ। ବିଜେଡି ସମର୍ଥକମାନେ ଜୟ ଜଗନ୍ନାଥ କହିଥିବା ବେଳେ ଭାଜପା ସମର୍ଥକମାନେ ଜୟ ଶ୍ରୀରାମ କହି ନାରାବାଜି କରିଥିଲେ। ଘଟଣାସ୍ଥଳରେ ଖୋର୍ଦ୍ଧା ଏସ୍‌ପି ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ...

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ...

ନିର୍ବାଚନ ପୂର୍ବରୁ ସୁନ୍ଦରଗଡ଼ରୁ ଜବତ ହେଲା ୨ ଲକ୍ଷ ୪୨ ହଜାର ଟଙ୍କା

ସୁନ୍ଦରଗଡ଼,୧୮।୫: ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅଧୀନ କଇଁସରା ଗ୍ରାମରୁ ପୋଲିସ ୨ ଲକ୍ଷ ୪୨ ହଜାର ଟଙ୍କା ଜବତ କରିଛି। ଜବତ ଟଙ୍କା ସମ୍ପର୍କରେ...

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା...

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ...

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!

ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri