ଏପ୍ରିଲ ୯ ତାରିଖରେ କେନ୍ଦୁଝର ଗସ୍ତରେ ଯିବେ ଅପରାଜିତା ଷଡ଼ଙ୍ଗୀ

କେନ୍ଦୁଝର,୨୯।୩(ସ୍ବ.ପ୍ର.): ଆସନ୍ତା ଏପ୍ରିଲ ୯ ତାରିଖରେ ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ତଥା ନ୍ତର୍ଜାତୀୟ ଏମ୍‌ପି ସଂଘର କାର୍ଯ୍ୟକାରୀ ସଦସ୍ୟା ଅପରାଜିତା ଷଡ଼ଙ୍ଗୀ କେନ୍ଦୁଝର ଗସ୍ତ କରିବେ। ଏ ନେଇ ବଡ଼ବିଲରେ ପଦଯାତ୍ରା ଓ ବଲାଣୀ ଠାରେ ବିଶାଳ ଶ୍ରମିକ ସମାବେଶ ହେବାକୁ ଯାଉଛି। ଉପରୋକ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ବଲାଣୀଠାରେ କମଳାପତି ଯାଦବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପାରର ବରିଷ୍ଠ ନେତା ଜୀବନ ସାହୁ, ନିକୁଞ୍ଜ ପଟ୍ଟନାୟକ, ମନ୍ମଥ ମଲ୍ଲିକ ଓ ବଡ଼ବିଲ ନଗର ଭାଜପା ସଭାପତି ବାବୁଲା ସାହୁ ଉପସ୍ଥିତ ରହି ଆଲୋଚନା କରିଥିଲେ। ଭଦ୍ରାସାହି ମଣ୍ଡଳ ସଭାପତି ସତ୍ୟବ୍ରତ ଜେନା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri