ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱର-କଟକରେ ମେଟ୍ରୋ ସେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି। ସେ କହିଛନ୍ତି, ଟ୍ବିନ୍‌ ସିଟିରେ ଜନସଂଖ୍ୟା ବଢୁଥିବାରୁ ମେଟ୍ରୋ ଟ୍ରେନ୍‌ର ଆବଶ୍ୟକତା ରହିଛି। ବର୍ତ୍ତମାନ ଭୁବନେଶ୍ୱର ଓ କଟକର ଲୋକସଂଖ୍ୟା ମିଶି ପ୍ରାୟ ୨୦ ଲକ୍ଷ ଅତିକ୍ରମ କରିସାରିଛି। ଯେଉଁ ସହରରେ ୨୦ ଲକ୍ଷ ଲୋକସଂଖ୍ୟା ଅଛି ସେଠାରେ ମେଟ୍ରୋ ସେବା ରହିବା ନେଇ ପଲିସିରେ ଉଲ୍ଲେଖ ରହିଛି। ଆବଶ୍ୟକ ଲୋକସଂଖ୍ୟା ଦୃଷ୍ଟିରୁ ଖୋର୍ଦ୍ଧା, ଜଟଣୀ ଓ ଆଖପାଖରେ ଥିବା ମ୍ୟୁନ୍‌ସିପାଲିଟିକୁ ମଧ୍ୟ ଟ୍ବିନ୍‌ ସିଟି ମେଟ୍ରୋ ପ୍ରକଳ୍ପରେ ଯୋଡି ହେବ ବୋଲି ଅପରାଜିତା ମତ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri