ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…

ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬ କି.ମିରେ ମେଟ୍ରୋ ଚଳାଚଳ ଆରମ୍ଭ ହେବ । ଏପରିକି ୨୦ଟି ଷ୍ଟେଶନରେ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟର ବାର୍ତ୍ତା ରହିବ ବୋଲି ଅପରାଜିତା କହିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୧୩ଟି ଟ୍ରେନ ଚାଲିବାକୁ ଥିବା ବେଳେ ପ୍ରତ୍ୟେକ ଟ୍ରେନରେ ୩ଟି କୋଚ ରହବ। ପ୍ରତ୍ୟେକ ଦିନ ୯୫ ହଜାର ଲୋକ ଯିବାର କ୍ଷମତା ରହିବ ବୋଲି ଅପରାଜିତା ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ପ୍ରକଳ୍ପ ପାଇଁ ଆବଶ୍ୟକୀୟ ୯୨ ଏକର ଜମି ମିଳି ସାରିଛି। ଆଉ ୧୫ ଏକର ଖୁବଶୀଘ୍ର ଯୋଗାଇ ଦିଆଯିବ। ପ୍ରକଳ୍ପ ନେଇ ମୋଟ ୬ ହଜାର ୨୫୬ କୋଟି ଟଙ୍କା ଖର୍ଚ୍ଚ ନେଇ ଆକଳନ ହୋଇଛି। ପ୍ରଥମ ପର୍ଯ୍ୟାୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପରେ କେନ୍ଦ୍ରର ସହାୟତା ଦରକାର କି ନାହିଁ ଜଣାଯିବ ବୋଲି ଅପରାଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?