ନିର୍ବାଚନ ପୂର୍ବରୁ ଅପରାଜିତାଙ୍କୁ ଗ୍ରାସିଲା ଭୟ: ଲେଖିଲେ ଚିଠି

ଭୁବନେଶ୍ୱର,୨୪।୫:ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶନିବାର ଅନେକ ହେଭିଓ୍ବେଟ୍‌ଙ୍କ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏଥିରେ ସାମିଲ ଅଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ତାଙ୍କୁ ଟକ୍କର ଦେଉଛନ୍ତି ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ଉଭୟଙ୍କ ମଧ୍ୟ କଡ଼ା ମୁକାବିତା ଦେଖିବାକୁ ମିଳିବ। ଏହାପୂର୍ବରୁ ଶାନ୍ତିପୂର୍ଣ୍ଣ ନିର୍ବାଚନକୁ ନେଇ ଚିନ୍ତାପ୍ରକଟ କରିଛନ୍ତି ଅପରାଜିତା।
ଅନେକ ବୁଥ୍‌ରେ ରିଗିଂ ଆଶଙ୍କା କରି ଖୋର୍ଦ୍ଧା ଜିଲାପାଳଙ୍କୁ ଅପରାଜିତା ଷଡ଼ଙ୍ଗୀ ଏକ ଚିଠି ଚିଠି ଲେଖିଛନ୍ତି। ସହିଦନଗର ବାୟାବାବା ମଠ ଏରିଆ, ୟୁନିଟ-୮ ମାଳିସାହି ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ମଧ୍ୟ ରିଗିଂ ଆଶଙ୍କା ରହିଛି। ଏସବୁ ଅଞ୍ଚଳରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ ମୁତୟନ ସେ ଦାବି କରିଛନ୍ତି। ୨ ଅବସରପ୍ରାପ୍ତ ପୋଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି ସେ ଏହି ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri