ବାପା ହେଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ବାପା ହେଲେ ବଲିଉଡ୍‌ ଅଭିନେତା ତଥା ହୋଷ୍ଟ ଅପାରଶକ୍ତି ଖୁରାନ୍ନା। ଅଭିନେତାଙ୍କ ସ୍ତ୍ରୀ ଆକୃତି ଆହୁଜା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସ୍ବତନ୍ତ୍ର ପୋଷ୍ଟ କରି ସେ ଏହି ଖବର ବିଷୟରେ ପ୍ରଶଂସକଙ୍କୁ ଅବଗତ କରାଇଛନ୍ତି। ଉଭୟ ଝିଅଙ୍କ ନାମ ଆର୍‌ଜୋଇ ଏ ଖୁରାନା ରଖିଥିବା ମଧ୍ୟ ସେ କହିଛନ୍ତି।

କିଛି ଦିନ ପୂର୍ବେ ଅପାରଶକ୍ତି ସ୍ତ୍ରୀ ଆକୃତିଙ୍କ ଗୋଦ୍‌ ଭରାଇର ସୁନ୍ଦର ଭିଡିଓ ଶେୟାର କରିଥିଲେ। ଏଥିରେ ପୁରା ପରିବାର ଖୁସିରେ ଆକୃତିଙ୍କୁ ଆଶୀର୍ବାଦ ଦେଉଥିବା ଦେଖାଯାଇଥିଲା।

ଅଭିନୟଜୀବନ ବିଷୟରେ କଥା ହେଲେ ଆଗାମୀ ଦିନରେ ଅଭିନେତାଙ୍କ ଫିଲ୍ମ ‘ ହେଲ୍‌ମେଟ୍‌’ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି। ତେବେ ସେ ଅମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ ଜରିଆରେ ଡେବ୍ୟୁ କରିଥିଲେ। ପରେ ସେ ବଦ୍ରିନାଥ କି ଦୁଲହନିଆ, ସ୍ତ୍ରୀ, ଲୁକା ଛୁପ୍ପି ଏବଂ ବାଲା ସହ ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri