ଆପାର୍ଟମେଣ୍ଟ ଭୁଶୁଡ଼ି ୯ ମୃତ, ଜଣେ ନିଖୋଜ

ମସ୍କୋ,୧୯ା୧: ରୁଷିଆର ପ୍ରଶାନ୍ତ ଦ୍ୱୀପ ସଖାଲିନ୍‌ରେ ଥିବା ଏକ ୫ ମହଲା ବିଶିଷ୍ଟ କୋଠା ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ନିଖୋଜ ଅଛନ୍ତି। ଶନିବାର ଏନେଇ ରାଜ୍ୟପାଳ ସୂଚନା ଦେଇଛନ୍ତି।

ଜରୁରିକାଳୀନ ସେବା ସୂତ୍ରରୁ ପ୍ରକାଶ ଯେ, ରନ୍ଧନ ଚୁଲିରେ ଲାଗିଥିବା ୨୦ ଲିଟର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାରୁ ଏପରି ଘଟିଛି। ତେବେ ଏନେଇ ଅଧିକ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri