ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା: ସମୟ ନେଲେ ସରକାର

ଭୁବନେଶ୍ୱର,୧୯।୩: ବର୍ଷ ବର୍ଷ ଧରି ବନ୍ଦ ରହିଛି ଆପାର୍ଟମେଣ୍ଟ ପଞ୍ଜୀକରଣ। ବର୍ତ୍ତମାନ ମାମଲା ହାଇକୋର୍ଟରେ ପହଞ୍ଚିଛି। ତେବେ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି ରାଜ୍ୟ ସରକାର। ଏନେଇ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ।

ସୂଚନାଥାଉ କି, ଫେବୃଆରୀ ୧୭ ପୂର୍ବରୁ ର୍ନିମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ବିଜ୍ଞପ୍ତି ହୋଇଥିଲା। ବିଜ୍ଞପ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଗୃହ ଓ ନଗର ର୍ନିମାଣ ବିଭାଗର ଆଣିଥିବା ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଥିଲେ ହାଇକୋର୍ଟ । ଗତ ଫେବୃଆରୀ ପହିଲାରେ ବିଭାଗ ପକ୍ଷରୁ ଜାରି ହୋଇଥିଲା ଏହି ବିଜ୍ଞପ୍ତି ।

୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ ଅନୁଯାୟୀ କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା । କିନ୍ତୁ ରେରା ଆଇନ ଆସିବା ପୂର୍ବରୁ ଶେଷ ହୋଇଥିବା ଆପାର୍ଟମେଣ୍ଟ ମଧ୍ୟ ରେରା ଆଇନ ପରିସରଭୁକ୍ତ ହେବାର ଆବଶ୍ୟକତା ଅଛି ବୋଲି ଆବେଦନକାରୀ ବିମଳେନ୍ଦୁ ପ୍ରଧାନଙ୍କ ପକ୍ଷରୁ ଯୁକ୍ତି ରଖାଯାଇଥିଲା । ଯାହାକୁ କୋର୍ଟ ଗ୍ରହଣ କରିବା ସହିତ ସରକାରୀ ବିଜ୍ଞପ୍ତି ଉପରେ ଅଙ୍କୁଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri