ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ବ୍ୟାଙ୍କିଙ୍ଗ୍ ପ୍ଲାଟ୍ଫର୍ମ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ (ଏପିବି)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ପ୍ରଥମ ଥର ପାଇଁ ବ୍ୟାଙ୍କର ତ୍ରୈମାସିକ ରାଜସ୍ବ ୬୧୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି, ଯାହା ବାର୍ଷିକ ଆଧାରରେ ୫୨% ଅଧିକ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଏପିବିର ଏମ୍ଡି ଓ ସିଇଓ ଅନୁବ୍ରତ ବିଶ୍ୱାସ କହିଛନ୍ତି, ଆମର ରାଜସ୍ବ ପ୍ରଥମ ଥର ପାଇଁ ୬୦୦କୋଟି ଟଙ୍କା ଅତିକ୍ରମ କରିବା ସହ ଆମେ ଚଳିତ ତ୍ରୈମାସିକରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସମ୍ପର୍କରେ ଘୋଷଣାକରି ବେଶ୍ ଉତ୍ସାହିତ ଅଛୁ। ଏପରିକି ଏହି ଶିଳ୍ପ ଅଗ୍ରଣୀ ଅଭିବୃଦ୍ଧି ଭାରତ ପାଇଁ ଆମର ଫ୍ଲାଗ୍ଶିପ ସୁରକ୍ଷିତ ଦୈନନ୍ଦିନ ଟ୍ରାଞ୍ଜାକ୍ସନ ଆକାଉଣ୍ଟର ମଜଭୁତ ଗ୍ରହଣୀୟତା ଏବଂ ଆମର ସମସ୍ତ ବ୍ୟବସାୟଗୁଡିକରେ ଡିଜିଟାଲ ପେମେଣ୍ଟସ୍ କ୍ଷେତ୍ରରେ ଏକ ବୃଦ୍ଧି ଦ୍ୱାରା ପରିଚାଳିତ ହୋଇଛି। ବ୍ୟାଙ୍କ ଆଜି ଭାରତର ସର୍ବବୃହତ୍ ଅଣଉନ୍ମୋଚିତ ଡିଜିଟାଲ ସୁଯୋଗଗୁଡିକର ବ୍ୟାପକ ଲାଭ ଉଠାଉଥିବା ଶ୍ରେଣୀର ପ୍ରଥମ ସଂସ୍ଥା ଭାବେ ସୁବ୍ୟବସ୍ଥିତ ରହିଛି।
ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ
‘ଗୋମାୟା ପେଣ୍ଟ୍ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
ଓରାକଲ୍ରୁ ଆମାଜନ୍ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ
ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…
ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…
ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…
ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..
ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…
୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…
ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…
Archives

